Odisha Link
Bridging the Missing Links in Odisha
Browsing Tag

Naveen Pattnaik

ଓଡ଼ିଶାରେ ମିଶନାରୀ ସେବା ସଂସ୍ଥାକୁ…

ଭୁବନେଶ୍ବର: ମିସନାରୀଜ୍‌ ଅଫ୍‌ ଚାରିଟୀ ନାମକ ଖ୍ରୀଷ୍ଟିଆନ୍‌ ସେବା ସଂସ୍ଥାକୁ ୭୯ ଲକ୍ଷ ଟଙ୍କା ଅନୁଦାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଦିଆଯିବ। କୋଲକାତାରେ ଥିବା ମିସନାରୀଜ୍‌ ଅଫ୍‌ ଚାରିଟୀ ଦ୍ବାରା ଓଡ଼ିଶାରେ ପରିଚାଳିତ ୧୩ଟି…

ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: କୋଭିଡ ସମୟରେ ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଯେଉଁ ପ୍ୟାକେଜ ଅଧିନରେ ୩୦୦୦ ବୁଣାକାର ପରିବାରକୁ ପ୍ରାଥମିକତା ଭିତ୍ତିରେ ଗୃହ ସହ କର୍ମଶାଳା ଯୋଗାଇ ଦିଆଯିବ। ଏ ପର୍ଯ୍ୟନ୍ତ ୧୧,୬୯୫ଟି ଗୃହ ସହ କର୍ମଶାଳା ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି।…

BJDର ରାଜ୍ୟ ପରିଷଦ ବୈଠକ, କର୍ମୀଙ୍କ…

ଭୁବନେଶ୍ୱର: ଆରମ୍ଭ ହୋଇଛି ବିଜେଡିର ରାଜ୍ୟ ପରିଷଦ ବୈଠକ। ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ବିଜେଡିର ରାଜ୍ୟ ପରିଷଦ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ସରକାର ଓ ସଙ୍ଗଠନକୁ ନେଇ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମତାମତ ମାଗିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।…

ଓଡ଼ିଶାବାସୀ ଆମର ବସ: ନବୀନ

ଭୁବନେଶ୍ୱର: ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବିଜେଡିର କାର୍ଯ୍ୟକାରିଣୀରେ ଯୋଗଦେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଯୁବପୀଢ଼ିଙ୍କୁ ମନର କଥା କହିବା ଅବସରରେ ଓଡ଼ିଶାର କଳା, ସଂସ୍କୃତି, ଗର୍ବ ଓ ଗୌରବମୟ ଇତିହାସ ସମ୍ପର୍କରେ…

ସନ୍ଧ୍ୟାରେ ଦଳୀୟକର୍ମୀଙ୍କୁ ସମ୍ବୋଧିତ…

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲରେ ଉପନିର୍ବାଚନ ବାଜିମାତ୍ କରିଛି ବିଜେଡି। ଉପନିର୍ବାଚନ ସଫଳତାକୁ ନେଇ ତିର୍ତ୍ତୋଲ ଓ ବାଲେଶ୍ୱରର ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧିନ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସନ୍ଧ୍ୟା ୬ଟାରେ ତିର୍ତ୍ତୋଲର ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧନ କରିବା ସହ…

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ…

ଭୁବନେଶ୍ବର: ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.in ରେ କ୍ଲିକ୍‌ କଲେ ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ।…

ପେଟ୍ରୋଲ୍ ପମ୍ପ ଅଗ୍ନିକାଣ୍ଡ: ଆହତଙ୍କୁ…

ଭୁବନେଶ୍ୱର: ରାଜଧାନୀର ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ଟାଙ୍କିରେ ଆଜି ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିସ୍ଫୋରଣରେ ଆହତ ୯ ଜଣଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି…

ତିନିବର୍ଷ ମଧ୍ୟରେ ସବୁ ବସ୍ତି ଆଦର୍ଶ…

ବାଲେଶ୍ବର: ଆଜି ଫକୀରମୋହଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା…

କରୋନା ମୁକାବିଲାରେ ଆଉ ଏକ ମାଇଲଖୁଣ୍ଟ,…

ଭୁବନେଶ୍ୱର: ରାଜ୍ୟରେ କରୋନା ପରୀକ୍ଷଣ ବଢିବା ସହ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି ସଂକ୍ରମଣକୁ ନିୟନ୍ତ୍ରଣକୁ ଆଣିବାକୁ ବିଭିନ୍ନ ପ୍ରକାର ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। କିଭଳି ଆକ୍ରାନ୍ତଙ୍କ ଚିକିତ୍ସା ଶୁରୁଖୁରୁରେ ହୋଇପାରିବ ଏବଂ ସୁସ୍ଥତା ହାର ବୃଦ୍ଧି ପାଇବ ସେ ନେଇ…

ବିଶିଷ୍ଟ ଗୀତିକାର ଶାରଦା ପ୍ରସନ୍ନ…

ଭୁବନେଶ୍ବର: ବିଶିଷ୍ଟ ଗୀତିକାର, ପ୍ରଯୋଜକ, ସଂଗୀତ ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟରେ ପ୍ରତିବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ 'ଶାରଦା ପ୍ରସନ୍ନ ନାୟକ ଗୀତି କବିତା ପୁରସ୍କାର' ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଘୋଷଣା କରିଛନ୍ତି। ଓଡ଼ିଶା ସଂଗୀତ…