Odisha Link
Bridging the Missing Links in Odisha
Browsing Tag

Nayagarh

ନାମାଙ୍କନ ଭରିଲେ ନୟାଗଡ଼ ବିଧାୟକ

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତିକି ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ଏସବୁ ଭିତରେ ନାମାଙ୍କନ ପର୍ବ ଜାରି ରହିଛି। ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳରୁ ପ୍ରାର୍ଥୀ ହୋଇଛନ୍ତି ନୟାଗଡ଼ ବିଧାୟକ ଡ.…

ଖଣ୍ଡପଡ଼ା: ପ୍ରାର୍ଥିପତ୍ର ଦାଖଲ କଲେ…

ଓଏଲ୍‌ ବ୍ୟୁରୋ: ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ସରଗରମ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ଦଳ ପକ୍ଷରୁ ମହିଳା କାର୍ଡ ଖେଳିଛନ୍ତି। ଭାପୁର ବ୍ଲକ ଅଧ୍ଯକ୍ଷା ସାବିତ୍ରୀ ପ୍ରଧାନଙ୍କୁ ବିଜେଡି଼ ଟିକେଟ ଦେଇଛି। ସାବିତ୍ରୀ ପ୍ରଧାନ ଏବେ ଭାପୁର ବ୍ଲକ…

ନୟାଗଡ଼: ଦଳକୁ ବିଶ୍ବାସ କରୁନାହାନ୍ତି…

ନୟାଗଡ଼: ସବୁଠି ନିର୍ବାଚନୀ ତାତି। ସାରା ରାଜ୍ୟରେ ଆରମ୍ଭ ହୋଇଗଲାଣି ପ୍ରଚାର ପର୍ବ। ସବୁ ଦଳ ନିଜର କଳ, ବଳ ଓ କୌଶଳ ଖଟାଇ ଆରମ୍ଭ କଲେଣି ପ୍ରଚାର। ରାଜ୍ୟର ତିନି ରାଜନୈତିକ ଦଳର ଶୀର୍ଷ ନେତୃତ୍ୱଙ୍କ ହାଇଭୋଲଟେଜ୍‌ ପ୍ରଚାର ଏବେ ଆରମ୍ଭ ହୋଇଗଲାଣି। ଏହାରି ଭିତରେ ତିନି ଦଳର ଷ୍ଟାର ପ୍ରଚାରକ ନିଜ ନିଜ ଦଳର…

ନୟାଗଡ଼ରେ ପ୍ରାର୍ଥୀ ବଦଳାଇବ ବିଜେପି !

ଭୁବନେଶ୍ବର: ନୟାଗଡ଼ ଜିଲ୍ଲାର ସମସ୍ତ ଚାରିଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭାରତୀୟ ଜନତା ଦଳ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ଓହରିଯିବାର ସମ୍ଭାବନା ନେଇ ସୂଚନା ମିଳିଛି। ଏ ଦୁଇଜଣଙ୍କ ବଦଳରେ ଦଳ ଅନ୍ୟ ଦୁଇଜଣଙ୍କୁ ପ୍ରାର୍ଥୀ କରିବା ନେଇ ବିଚାରବିମର୍ଶ ଚାଲିଛି।…

ନୟାଗଡ଼: ଧରାଶାୟୀ ଅରୁଣ ସୂତ୍ର

ନୟାଗଡ଼: ବିଗତ ୨୪ ବର୍ଷର ରାଜନୈତିକ ଇତିହାସରେ ପ୍ରଥମ ଥର ପାଇଁ ନୟାଗଡ଼ ଜିଲ୍ଲାରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ବିଜୁ ଜନତା ଦଳର ତୁଙ୍ଗ ନେତା ତଥା ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁଙ୍କ ଚିରାଚରିତ ସୂତ୍ର ପ୍ରଥମ ଥର ପାଇଁ ଦଳ ଦ୍ବାରା ଅଗ୍ରାହ୍ୟ ହୋଇଛି। ଜିଲ୍ଲାର ନୟାଗଡ଼ ସମେତ ଦଶପଲ୍ଲା ଓ ରଣପୁର…

ଫତେଗଡରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା…

ଓଏଲ୍‌ ବ୍ୟୁରୋ: ଅଯୋଧ୍ୟାର ଭବ୍ୟ ମନ୍ଦିରରେ ବିରାଜମାନ ହେଲେ ରାମଲାଲା। ୫୦୦ ବର୍ଷର ଅପେକ୍ଷା ମାତ୍ର ୮୪ ସେକେଣ୍ଡରେ ଆଜି ଶେଷ ହୋଇଛି। ଭାବ, ଶ୍ରଦ୍ଧା ଓ ଆସ୍ଥାର ମହାପର୍ବରେ ଝୁମୁଛି ଭାରତ ସମେତ ସାରା ବିଶ୍ବ। ଏଥିସହିତ ୧୫୨୮ ମସିହାରୁ ଲାଗି ରହିଥିବା ରାମଜନ୍ମଭୂମି ସଂଘର୍ଷର ସୁଖଦ ଅନ୍ତ ଘଟିଛି। ଦିନେ…

ଭିଜିଲାନ୍ସ ଜାଲରେ ନୟାଗଡ଼ ସବ୍‌…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଜିଲ୍ଲା ସବ୍‌ ରେଜିଷ୍ଟ୍ରର ଶାଶ୍ବତ ପଟ୍ଟନାୟକଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଶାଶ୍ୱତଙ୍କ ବାସଭବନ ସମେତ ୬ଟି ସ୍ଥାନରେ ରେଡ୍‌ କରିଛି ଭିଜିଲା। ନୟାଗଡ଼ରେ ଶାଶ୍ବତ ରହୁଥିବା…

ଅନନ୍ୟା ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା…

ଓଏଲ୍ ବ୍ୟୁରୋ: ଅନନ୍ୟା ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ରୋଟାରୀ ଭବନରେ ଆଜି ତୃତୀୟ ପ୍ରତିଷ୍ଠା ଦିବସ ପାଳନ ହୋଇ ଯାଇଛି। ବାହାନଗା ଭୟାବହ ରେଳ ଦୁର୍ଘଟଣା ପାଇଁ ନିରାଡ଼ମ୍ୱର ଢଙ୍ଗରେ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ମିଳିଛି। ଆଜିର ଏହି କାର୍ଯ୍ୟକ୍ରମରେ ସମାଜସେବୀ ତଥା…

ୟୁରୋପ୍‌ର ସର୍ବୋଚ୍ଚ ଶୃଙ୍ଗ ଚଢ଼ିବେ…

ଭୁବନେଶ୍ବର: ନୟାଗଡ଼ର ଗୌରବ ଆଇରନ୍‌ ମ୍ୟାନ୍‌ ଓ ପର୍ବତାରୋହୀ ସୌଭାଗ୍ୟ କୁମାର ରଥ ଅଗଷ୍ଟ ମାସରେ ୟୁରୋପ୍‌ ଓ ରୁଷ୍‌ର ସର୍ବୋଚ୍ଚ ଶୃଙ୍ଗ ୧୮୫୧୦ ଫୁଟ ଉଚ୍ଚ ମାଉଣ୍ଟ୍ ଏଲ୍‌ବ୍ରସ୍‌ ଚଢ଼ିବାକୁ ଯାଉଛନ୍ତି। ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସଫଳତା କାମନା କରିବା ପାଇଁ ଆଜି ନୟାଗଡ଼ ବିକାଶ ମଞ୍ଚ…

ନୟାଗଡ଼ରେ ୫-ଟି ସଚିବ, ଦାବି ଦୋହରାଇଲା…

ନୟାଗଡ଼: ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ତାଙ୍କର ପ୍ରତିନିଧି ଭାବେ ନୟାଗଡ଼ ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ସମସ୍ୟା ଜାଣିବା ଓ ସେ ସବୁର ସମାଧାନ ପାଇଁ ବାଟ ତିଆରି କରିବା ଲକ୍ଷ୍ୟରେ ଦୁଇଦିନିଆ ନୟାଗଡ଼ ଜିଲ୍ଲା ଗସ୍ତରେ ଆସିଛନ୍ତି ଭି କାର୍ତିକେୟ ପାଣ୍ଡିଆନ୍।…