ନେପାଳ ରାଷ୍ଟଦୂତଙ୍କ ସୋଆ ପରିଦର୍ଶନ
ଭୁବନେଶ୍ବର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ବବିଦ୍ୟାଳୟ ପରିଦର୍ଶନ କଲେ ନେପାଳ ରାଷ୍ଟ୍ରଦୂତ। ନୂଆଦିଲ୍ଲୀରେ ଅବସ୍ଥାପିତ ନେପାଳ ଦୂତାବାସର ରାଷ୍ଟ୍ରଦୂତ ରାମ ପ୍ରସାଦ ସୁବେଦୀ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଦର୍ଶନ କରିବା ସହ ଏହାର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ.) ମନୋଜରଞ୍ଜନ…