Odisha Link
Bridging the Missing Links in Odisha
Browsing Tag

Niladri Bije

ନୀଳାଦ୍ରି ବିଜେ: ଗୋଟି ପହଣ୍ଡିରେ…

ପୁରୀ: ଆଜି ମହାପ୍ରଭୁଙ୍କର ନୀଳାଦ୍ରି ବିଜେ। ଜନ୍ମବେଦୀରୁ ବାହୁଡ଼ିବା ପରେ ଆଜି ନୀଳକନ୍ଦରକୁ ବାହୁଡ଼ିବେ ମହାବାହୁ। ଏଥିପାଇଁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କର ପହଣ୍ଡି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରୁଛନ୍ତି। ରାମକୃଷ୍ଣ ଓ ମଦନମୋହନ ଶ୍ରୀମନ୍ଦିରକୁ ବିଜେ…

ଆଜି ନୀଳାଦ୍ରି ବିଜେ, ରସଗୋଲା ଦେଇ…

ପୁରୀ: ଆଜି ସରିବ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା। ଆଜି ରଥଯାତ୍ରାର ଶେଷ ପର୍ବ ‘ନୀଳାଦ୍ରି ବିଜେ’। ରତ୍ନ ସିଂହାସନକୁ ଫେରିବେ ମହାପ୍ରଭୁ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ ହେବେ ଦାରୁଦିଁଅ। ଶ୍ରୀମନ୍ଦିର ରତ୍ନବେଦିରେ ଉଭା ହେବେ ଶ୍ରୀବିଗ୍ରହ। ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ବାରଣ…

ଆଜି ନୀଳାଦ୍ରି ବିଜେ: ରତ୍ନବେଦୀକୁ ବିଜେ…

ପୁରୀ: ପାଖାପାଖୀ ଏକ ମାସର ବ୍ୟବଧାନ ପରେ ଆଜି ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ପବିତ୍ର ରଥଯାତ୍ରାର ଅନ୍ତିମ ପର୍ବ ହେଉଛି ନୀଳାଦ୍ରି ବିଜେ। ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ଶେଷ ହେବା ପରେ ଶନିବାର ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ରଥରୁ ଶ୍ରୀମନ୍ଦିରର ରତ୍ନବେଦୀକୁ ବିଜେ କରିବେ।…