Odisha Link
Bridging the Missing Links in Odisha
Browsing Tag

NPR

ଏନ୍‌ପିଆର୍‌ ସ୍ଥଗିତ ରଖିବାକୁ ମୋଦିଙ୍କୁ…

ଭୁବନେଶ୍ବର: କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ ରଖି ୨୦୨୧ ଜନଗଣନା ଓ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍) କାର୍ଯ୍ୟକ୍ରମକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ପ୍ରଧାନମନ୍ତ୍ରୀଙ୍କୁ ଏକ ପତ୍ର…

ବିହାରରେ ଲାଗୁ ହେବ ନାହିଁ ଏନଆରସି:…

ପାଟନା: ବିହାରରେ ଲାଗୁ ହେବ ନାହିଁ ରାଷ୍ଟ୍ରୀୟ ନାଗରିକ ରେଜିଷ୍ଟର (ଏନଆରସି) । ଅନ୍ୟପଟେ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର (ଏନପିଆର) ୨୦୧୦ ମସିହାରେ ଯେଉଁ ପ୍ରକ୍ରିୟାରେ ହୋଇଥିଲା ସେହି ଆଧାରରେ ମଧ୍ୟ ବିହାରରେ କାର୍ଯ୍ୟକାରୀ ହେବ। ସେ ନେଇ ଆଜି ବିହାର ବିଧାନସଭାରେ ପ୍ରସ୍ତାବ ପାରିତ ହୋଇଛି। ବିହାର…

ମେ ପହିଲାରେ ମହାରାଷ୍ଟ୍ରରେ ଲାଗୁ ହେବ…

ମୁମ୍ବାଇ: ଚଳିତ ବର୍ଷ ମେ ପହିଲାରେ ମହାରାଷ୍ଟ୍ରରେ କାର୍ଯ୍ୟକାରୀ ହେବ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର (ଏନପିଆର)। ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଘୋଷଣା ପରେ ମହାବିକାଶ ଅଘାଡି ମେଣ୍ଟର ଅନ୍ୟ ଦୁଇ ପ୍ରମୁଖ ସହଯୋଗୀ କଂଗ୍ରେସ ଓ ଏନସିପି ତୀବ୍ର ବିରୋଧ କରୁଥିବା ଜାତୀୟ…

ଏପ୍ରିଲ ୧୬ରୁ ଓଡ଼ିଶାରେ NPR

ଭୁବନେଶ୍ବର: ଆପଣଙ୍କ ବାପା କେବେ ଜନ୍ମ ହୋଇଥିଲେ? ସେ କେଉଁଠି ଜନ୍ମଗ୍ରହଣ କରିଥିଲେ? ନିଜ ପରିବାର ଓ ପୂର୍ବଜଙ୍କ ବିଷୟରେ ଏମିତି ନାନାଦି ପ୍ରଶ୍ନର ଆପଣଙ୍କୁ ରଖିବାକୁ ପଡ଼ିବ ଉତ୍ତର। କାରଣ ଚଳିତ ବର୍ଷ ଏପ୍ରିଲ ୧୬ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ଜାତୀୟ ଜନସଂଖ୍ୟା ପଞ୍ଜିକା (NPR) ପାଇଁ ତଥ୍ୟ…

NPR ପ୍ରସଙ୍ଗରେ ସୁରଙ୍କ ମନ୍ତବ୍ୟ

ଭୁବନେଶ୍ବର: ଗତକାଲି ଜାତୀୟ ଜନସଂଖ୍ୟା ରେଜିଷ୍ଟର(ଏନପିଆର)କୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ହେଲେ ଏହାକୁ ନେଇ ରାଜନୀତି ଦେଖିବାକୁ ମିଳିଛି। କଂଗ୍ରେସ ବିଧାୟକ ସୁର ରାଉତରାୟ ଏନଆରସି, ସିଏଏ ଓ ଏନପିଆରକୁ ନେଇ କହିଛନ୍ତି ଯେ, ଆସନ୍ତା ୨୮ରେ କଂଗ୍ରେସର ପ୍ରତିଷ୍ଠା ଦିବସ। ସେହିଦିନଠୁ…

କଂଗ୍ରେସ ବିଭ୍ରାନ୍ତି କରୁଛି :…

ଭୁବନେଶ୍ବର: NRC ଓ NPR ପ୍ରସଙ୍ଗରେ କଂଗ୍ରେସ ଲୋକଙ୍କୁ ବିଭ୍ରାନ୍ତି କରୁଛି ବୋଲି ପୃ‌ଥ୍ବୀରାଜ ହରିଚନ୍ଦନ ମନ୍ତବ୍ୟ ଦେଇଛନ୍ତି । NRC ଓ NPR ପ୍ରସଙ୍ଗ ଉପରେ ରାଜ୍ୟ ବିଜେପି ୧କୋଟି ଲୋକଙ୍କ ପାଖକୁ ଯିବ ବୋଲି ସେ କହିଛନ୍ତି ।

NPR ପାଇଁ କୌଣସି ପ୍ରମାଣପତ୍ର ଦରକାର…

ନୂଆଦିଲ୍ଲୀ: ଆଜି ଅପରାହ୍ନରେ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ବୈଠକରେ ଜାତୀୟ ଜନସଂଖ୍ୟା ରେଜିଷ୍ଟର(ଏନପିଆର)କୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏନପିଆରକୁ ଅପ୍‌ଡେଟ୍‌ କରିବା ପାଇଁ ମଞ୍ଜୁରୀ ମିଳିଛି। ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ…

ଏନପିଆରକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ୍‌ ୨୦୧୯ ଓ ଏନଆରସିକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହା ସତ୍ତ୍ବେ କେନ୍ଦ୍ର ସରକାର ଆଉ ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଆଜି ବସିଥିବା କ୍ୟାବିନେଟ ବୈଠକରେ ଜାତୀୟ ଜନସଂଖ୍ୟା ରେଜିଷ୍ଟର(ଏନପିଆର)କୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।…