Odisha Link
Bridging the Missing Links in Odisha
Browsing Tag

Nuakhai

ଧାର୍ଯ୍ୟ ହେଲା ଲଗ୍ନ, ସେପ୍ଟେମ୍ବର ୧୧ରେ…

ସମ୍ବଲପୁର: ଦୁଲୁକିବ ଗାଁ ଦାଣ୍ଡରୁ ସହରର ଗଳିକନ୍ଦି। ଏକ ହେବେ ପରିବାରର ସମସ୍ତ ସଦସ୍ୟ। କାରଣ ଆଗକୁ ଆସୁଛି ଓଡ଼ିଶାର ଗଣପର୍ବ ନୂଆଁଖାଇ। ନୂଆଁଖାଇର ଲଗ୍ନ ନିର୍ଦ୍ଧାରଣ ହୋଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ଵାରା ଲଗ୍ନ ନିର୍ଦ୍ଧାରଣ ହୋଇଛି। ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ସମ୍ବଲପୁରର…

ରାଉରକେଲାରେ ସଟ୍‌ଡାଉନ୍‌ କୋହଳ

ରାଉରକେଲା: ରାଉରକେଲା ମହାନଗର ଅଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ କୋହଳ। ଆସନ୍ତା ୨୩ ତାରିଖରେ ନୂଆଖାଇ ଥିବାରୁ ରବିବାର ଦିନିକିଆ ସପ୍ତାହାନ୍ତ ସଟ୍‌ଡାଉନ୍‌କୁ‌ କୋହଳ କରାଯାଇଛି। ଦିନିକିଆ ସପ୍ତାହାନ୍ତ ସଟ୍‌ଡାଉନ୍‌କୁ‌ କୋହଳ ନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ସୂଚନା ଦେଇଛନ୍ତି। ପ୍ରକାଶ ଯେ,…

ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଲେ…

ଭୁବନେଶ୍ବର: ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୋଦି  ଟ୍ୱିଟର ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାର ଏକ ସର୍ବପୁରାତନ ପର୍ବ ନୂଆଁଖାଇର ଅବସରରେ ସମାଜର ସବୁବର୍ଗ ବିଶେଷ ଭାବରେ…

ନୂଆଖାଇ ପାଇଁ ବାହାରିଲା ଲଗ୍ନ

ସମ୍ବଲପୁର : ପଶ୍ଚିମ ଓଡିଶାର ମହାନ ଗଣପର୍ବ ନୂଆଖାଇ ପାଇଁ ଆଜି ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୩ତାରିଖ ପୂର୍ବାହ୍ନ ୮.୩୦ ରୁ ୦୯ ମଧ୍ୟରେ ମାଙ୍କ ନିକଟରେ ନବାନ୍ନ ଲାଗି ପାଇଁ ନିଷ୍ପତ୍ତି ହୋଇଛି। ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ମା’ ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ର ଅନୁସାରେ…