Odisha Link
Bridging the Missing Links in Odisha
Browsing Tag

OAS ସ୍ତରରେ

OAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ରାଜ୍ୟର ଦୁଇଜଣ ଓଏଏସ୍ ଅଧିକାରୀଙ୍କୁ ପରିବର୍ତ୍ତନ କରାଯାଇଛି। ତିହିଡ଼ି ତହସିଲଦାର ରମେଶ ଚନ୍ଦ୍ର ପଣ୍ଡାଙ୍କୁ ବୌଦ୍ଧର ଡେପୁଟି କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ରେମୁଣାର ଏକ୍ସ-ତହସିଲଦାର ଚାର୍ଲସ୍…