‘ଯାତ୍ରାରେ ଅପସଂସ୍କୃତି ଓ…
ଓଏଲ୍ ବ୍ୟୁରୋ: ଯାତ୍ରା କମିଟି ମହାସଂଘର କର୍ମକର୍ତ୍ତାମାନେ ଆଜି ବିଭିନ୍ନ ଦାବି ନେଇ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବା ସହ ଯାତ୍ରାରେ ଅଶ୍ଳୀଳତା,…