Odisha Link
Bridging the Missing Links in Odisha
Browsing Tag

Odia University

ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ଅନୁମୋଦନ

ଭୁବନେଶ୍ୱର: ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ଅନୁମୋଦନ। ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ଅନୁମୋଦନ ମିଳିଛି। ବିଶ୍ୱବିଦ୍ୟାଳୟର ଡିଜାଇନକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ବନ…

ପ୍ରସ୍ତୁତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟ,…

ଭୁବନେଶ୍ୱର : ୯.୬୦ ଏକର ଜମି କିଣିବା ପରେ ଆଉ ପାଦେ ଆଗେଇଛି ଓଡ଼ିଆ ବିଶ୍ବବିଦ୍ୟାଳୟ। ପୁରୀ ଜିଲ୍ଲା ସତ୍ୟବାଦୀରେ ପ୍ରତିଷ୍ଠା ହେବାକୁ ଥିବା ଏହି ବିଶ୍ବବିଦ୍ୟାଳୟର ରୂପରେଖ ପ୍ରସ୍ତୁତ କରିଛି ଉଚ୍ଚଶିକ୍ଷା ବିଭାଗ। ୧୦ ହଜାର ୫୦୦ ବର୍ଗ ଫୁଟ୍‌ ଜମିରେ ପ୍ରଶାସନିକ କୋଠା ନିର୍ମାଣ ହେବ। ଏଥିସହ କ୍ୟାମ୍ପସରେ…