Odisha Link
Bridging the Missing Links in Odisha
Browsing Tag

Odisha Assembley Election 2024

କନ୍ଧମାଳ ସଭାରେ ନବୀନଙ୍କୁ ତୀର ମାରିଲେ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ କନ୍ଧମାଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଏହି ଅବସରରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଜଣେ ବୃଦ୍ଧ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା…

ଏଥର ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ,…

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନ ଲଢ଼ିବେ ଭେଟେରାନ ରାଜନେତା ସୌମ୍ୟରଂଜନ ପଟ୍ଟନାୟକ। ପୂର୍ବତନ ବିଜୁ ଜନତା ଦଳ ନେତା ସୌମ୍ୟରଂଜନ ପଟ୍ଟନାୟକଙ୍କ ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା ଚାଲିଥିବାବେଳେ ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଚଳିତ ନିର୍ବାଚନ ଲଢ଼ିବେ। ସେ କେନ୍ଦୁଝର ଜିଲ୍ଲା ଘସିପୁରା ଆସନରୁ…

ଖଣ୍ଡପଡ଼ା: ସ୍ୱାଧୀନ ପ୍ରାର୍ଥୀ ଭାବେ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତେ ପାଖଉଛି ସେତେ ରୋଚକ ହେବାରେ ଲାଗିଛି ଖଣ୍ଡପଡ଼ା ରାଜନୀତି। ଟିକେଟ ନପାଇ ନିରାଶ ହୋଇଥିବା ଖଣ୍ଡପଡ଼ାର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଆଜି ସ୍ବାଧୀନ ପ୍ରାର୍ଥୀ ଭାବେ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଗତକାଲି ସେ ବିଜୁ ଜନତା…

ମିଳିଲାନି ଟିକେଟ୍; ପ୍ରଭୁ ଖାଟୁ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତେ ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ଏସବୁ ମଧ୍ୟରେ ଆଜି ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଆଉ ୨୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବରୁ ୧୧୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା ଦଳ। ସବୁଠୁ ବଡ଼ କଥା ହେଲା…

୨୦୨୪ ବିଧାନସଭା ନିର୍ବାଚନ: ୩.୩୪ କୋଟି…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଏକାସଙ୍ଗରରେ ହେବ ବିଧାନସଭା ଓ ଲୋକସଭା ନିର୍ବାଚନ। ଏହି ପ୍ରରୀପେକ୍ଷୀରେ ଆଜି ସନ୍ଧ୍ୟାରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ନିର୍ବାଚନ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ। ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ…