ବିଧାନସଭା: ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ
ଓଏଲ୍ ବ୍ୟୁରୋ: ଶୀତ ଅଧିବେଶନର ୨ୟ ଦିନରୁ ହିଁ ଗୃହରେ ବିରୋଧୀଙ୍କ ହଙ୍ଗାମା । ଫସଲ ବୀମା, ଇନପୁଟ୍ ସବସିଡି, ମଣ୍ଡି ପ୍ରସଙ୍ଗକୁ ନେଇ ବିରୋଧୀ ଜୋରଦାର ହୋହଲ୍ଲା କରିଛନ୍ତି । ତେବେ କଂଗ୍ରେସ ଓ ବିଜେପି ହଟ୍ଟଗୋଳ କରୁଥିବାବେଳେ ବିଜେଡି ବିଧାନସଭା ବାହାରେ ଏମଏସପି ପ୍ରସଙ୍ଗ ନେଇ ବିକ୍ଷୋଭ ପ୍ରଦର୍ଶନ କରିଛି…