Odisha Link
Bridging the Missing Links in Odisha
Browsing Tag

Odisha Assembley

ପୁଣିଥରେ ଆଗୁଆ ବନ୍ଦ ହେଲା ବିଧାନସଭା

ଓଏଲ୍‌ ବ୍ୟୁରୋ: ନିର୍ଦ୍ଧାରିତ ସମୟର ୬ ଦିନ ପୂର୍ବରୁ ବନ୍ଦ ହେଲା ବିଧାନସଭା ବଜେଟ ଅଧିବେଶନ ।୪ଟି କାର୍ଯ୍ୟଦିବସ ଥାଇ ବିଧାନସଭାର ୨୭ଦିନିଆ ବଜେଟ୍ ଅଧିବେଶନକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଆଜି ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀରେ ଆଜି ଅଚାନକ…

ବିଧାନସଭା: କଳା ପୋଷାକରେ କଂଗ୍ରେସ…

ଭୁବନେଶ୍ବର: ସୋମବାର ଆରମ୍ଭ ହୋଇଛି ବିଧାନସଭା କାର୍ଯ୍ୟକାଳ। ହେଲେ ଗୃହ କାର୍ଯ୍ୟ ଆରମ୍ଭରୁ ହିଁ ଚାଲିପାରିଲାନି ପ୍ରଶ୍ନକାଳ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ସଦସ୍ୟତା ପଦ ରଦ୍ଦ ନେଇ ଗୃହରେ ନାରାବାଜୀ କରିିଥିଲେ କଂଗ୍ରେସ ବିଧାୟକ। ଯାହାଫଳରେ ଗୋଟିଏ ମିନିଟ୍‌ ବି ଚାଲିପାରିନଥିଲା ଗୃହକାର୍ଯ୍ୟ। ଯାହାଫଲରେ…

ବିଧାନସଭା: ୪ଟା ଯାଏଁ ଗୃହ ମୁଲତବୀ

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ଆଜି ହେଉଛି ପ୍ରଥମ ଦିନ। ଗୃହ ଆରମ୍ଭରୁ ହଟ୍ଟଗୋଳ ହୋଇଛି। ଯାହାରିଫଳରେ ପ୍ରଥମେ ଦିନ ୧୧ଟା ୩୦ ଯାଏଁ ବାଚସ୍ପତି ଗୃହକୁ ମୁଲତବୀ କରିଥିଲେ ବାଚସ୍ପତି। ପରେ ପ୍ରଶ୍ନକାଳ ଭଳି…

ବିଧାନସଭା: ଗୃହ ୧୧ଟା ୩୦ ଯାଏଁ ମୁଲତବୀ

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ଆଜି ହେଉଛି ପ୍ରଥମ ଦିନ। ଗୃହ ଆରମ୍ଭରୁ ହଟ୍ଟଗୋଳ ହୋଇଛି। ଯାହାରିଫଳରେ ଦିନ ୧୧ଟା ୩୦ ଯାଏଁ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି। ଆଜି ବିଧାନସଭାର ପ୍ରଶ୍ନକାଳ ଆରମ୍ଭ ହେଉ ହେଉ…

୨୨ ବର୍ଷରେ କେତେ ଲୋକଙ୍କୁ ମିଳିଛି…

ଓଏଲ୍‌ ବ୍ୟୁରୋ: ଚାଲିଛି ୨୦୨୩ ବଜେଟ ଅଧିବେଶନ। ଅଷ୍ଟମ ଦିନର ପ୍ରଶ୍ନକାଳରେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରଶ୍ନ କରିଥିଲେ ଯେ, ବାସଗୃହ ଯୋଗାଣ ଲାଗି ବିଭିନ୍ନ ସରକାରୀ ଯୋଜନାରେ ଗତ ୨୨ ବର୍ଷରେ କେତେ ପରିବାରଙ୍କୁ ପକ୍କାଘର ଦିଆଯାଇଛି ଓ ନିକଟରେ କେନ୍ଦ୍ର ସରକାର ମଞ୍ଜୁର କରିଥିବା ୯ ଲକ୍ଷ…

ବିଧାନସଭା: ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ

ଓଏଲ୍‌ ବ୍ୟୁରୋ: ଶୀତ ଅଧିବେଶନର ୨ୟ ଦିନରୁ ହିଁ ଗୃହରେ ବିରୋଧୀଙ୍କ ହଙ୍ଗାମା । ଫସଲ ବୀମା, ଇନପୁଟ୍ ସବସିଡି, ମଣ୍ଡି ପ୍ରସଙ୍ଗକୁ ନେଇ ବିରୋଧୀ ଜୋରଦାର ହୋହଲ୍ଲା କରିଛନ୍ତି । ତେବେ କଂଗ୍ରେସ ଓ ବିଜେପି ହଟ୍ଟଗୋଳ କରୁଥିବାବେଳେ ବିଜେଡି ବିଧାନସଭା ବାହାରେ ଏମଏସପି ପ୍ରସଙ୍ଗ ନେଇ ବିକ୍ଷୋଭ ପ୍ରଦର୍ଶନ କରିଛି…

ଶୀତ ଅଧିବେଶନରେ ଅର୍ଚ୍ଚନା ନାଗ ନିଆଁ,…

ଓଏଲ୍‌ ବ୍ୟୁରୋ : ବିଧାନସଭାର ଶୀତ ଅଧିବେଶନ ଆରମ୍ଭରୁ ହିଁ ଗୃହ ସରଗରମ। ବ୍ଲାକମେଲ୍‌ କୁଇନ୍‌ ଅର୍ଚ୍ଚନା ନାଗ ପ୍ରସଙ୍ଗକୁ ଉଠାଇ ଶାସକ ଦଳକୁ ଟାର୍ଗେଟ କଲେ ବିରୋଧୀ କଂଗ୍ରେସ ଓ ବିଜେପି। କଂଗ୍ରେସ ନେତା ନରସିଂହ ମିଶ୍ର ଓ ବିଜେପି ନେତା ମୋହନ ମାଝୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି।…

ନଭେମ୍ବର ୨୪ରୁ ବିଧାନସଭା ଶୀତ ଅଧିବେଶନ

ଓଏଲ୍‌ ବ୍ୟୁରୋ: ଚଳିତ ମାସ ୨୪ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ। ଏନେଇ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। ଷୋଡ଼ଶ ବିଧାନସଭାର ୧୧ ତମ ଅଧିବେଶନ ନଭେମ୍ବର ୨୪ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତଥର ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି।

ଆଜି ଚାଲିବ ତ ବିଧାନସଭା

ଭୁବନେଶ୍ବର: ବିଧାନସଭାର ଶୀତ କାଳୀନ ଅଧିବେଶନର ଆଜି ହେଉଛି ୭ମ ଦିନ। ହେଲେ ଗତ ୬ ଦିନ ହେଲା ଗୃହ ଅଚଳ। ମମିତା ମେହେର ହତ୍ୟା ପ୍ରସଙ୍ଗକୁ ନେଇ ଗୃହରେ ତାତି। ବିରୋଧୀଙ୍କ ହଟ୍ଟଗୋଳ ଲାଗି ୬ ଦିନ ହବେ ଗୃହ ଚାଲିପାରୁନାହିଁ। ଏସବୁ ମଧ୍ୟରେ ଆଜି ଚାଲିବ ତ ବିଧାନସଭା। ସେ ନେଇ ବିଚାରବିମର୍ଶ ଜାରି ରହିଛି। ଆଉ…

ବିଧାନସଭା: ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍…

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଫିଟିଲା ବାଟ। କାରଣ ଆଜି ବିଧାନସଭାରେ ପାରିତ ହେଲା ଓଡ଼ିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧ । ଏହି ବିଲ୍ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ…