Odisha Link
Bridging the Missing Links in Odisha
Browsing Tag

Odisha Bandh

ବନ୍ଦ ବେଳେ କଂଗ୍ରେସ କର୍ମୀ-ପୋଲିସ…

ଭୁବନେଶ୍ୱର: ଆଜି କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ଅହେତୁକ ତୈଳଦର ବୃଦ୍ଧି ନେଇ ଏହି ବନ୍ଦ ଡାକରା ଦିଆଯାଇଥିଲା। କଂଗ୍ରେସର ବନ୍ଦ ପାଳନ ବେଳେ ଭୁବନେଶ୍ୱରରେ ବିକ୍ଷୋଭ ଦେଖିବାକୁ ମିଳିଛି। ବିଧାନସଭା ଆଡକୁ ମୁହାଁଇଲା ବେଳେ ପୋଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି।…

ଆଜି ଓଡ଼ିଶା ବନ୍ଦ, ରାଜଧାନୀରେ ଏହାର…

ଭୁବନେଶ୍ୱର: ଆଜି ଓଡ଼ିଶା ବନ୍ଦ। କଂଗ୍ରେସ ପକ୍ଷରୁ ଏହି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଲଗାତାର ତୈଳ ଦର ବୃଦ୍ଧି ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଆଜି ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ବନ୍ଦରେ ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦିଆଯାଇଛି।…

ଆଜି କଂଗ୍ରେସର ୬ ଘଣ୍ଟିଆ ଓଡ଼ିଶା ବନ୍ଦ…

ଭୁବନେଶ୍ୱର: ଆଜି ଓଡ଼ିଶା ବନ୍ଦ। କଂଗ୍ରେସ ପକ୍ଷରୁ ଏହି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଲଗାତାର ତୈଳ ଦର ବୃଦ୍ଧି ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଆଜି ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ବନ୍ଦରେ ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦିଆଯାଇଛି।…

ଆସନ୍ତା କାଲି ରାଜ୍ୟର ସମସ୍ତ କଲେଜ ଓ…

ଭୁବନେଶ୍ବର: ଆସନ୍ତା କାଲି ବନ୍ଦ ରହିବ ରାଜ୍ୟର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟ। କଂଗ୍ରେସର ଓଡ଼ିଶା ବନ୍ଦକୁ ଦୃଷ୍ଟିରେ ରଖି ଆସନ୍ତା କାଲି ରାଜ୍ୟର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟକୁ ବନ୍ଦ କରାଯାଇଛି। ରାଜ୍ୟର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା…

ଆସନ୍ତା କାଲି ଦିନ ୧ଟା ଯାଏଁ ଘରୋଇ ବସ୍‌…

ଭୁବନେଶ୍ବର: ଆସନ୍ତା କାଲି ଦିନ ୧ଟା ପର୍ଯ୍ୟନ୍ତ ଘରୋଇ ବସ୍‌ ସେବା ବନ୍ଦ। ଘରୋଇ ବସ୍‌ ସେବା ବନ୍ଦ ନେଇ ରାଜ୍ୟ ଘରୋଇ ମାଲିକ ସଂଙ୍ଘ କୋଷଧ୍ୟକ୍ଷ ବରଦା ଆର୍ଚାର୍ଯ୍ୟ ସୂଚନା ଦେଇଛନ୍ତି। କଂଗ୍ରେସର ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଘରୋଇ ବସ୍‌ ସେବାକୁ ବନ୍ଦ କରାଯାଇଛି। ଆସନ୍ତା କାଲି ସକାଳ ୬ଟାରୁ…

ଆସନ୍ତା କାଲି ରାଜ୍ୟର ସବୁ ସ୍କୁଲ ବନ୍ଦ

ଭୁବନେଶ୍ବର: ଆସନ୍ତା କାଲି ବନ୍ଦ ରହିବ ରାଜ୍ୟର ସବୁ ସ୍କୁଲ। କଗ୍ରେଂସର ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି କାଲି ରାଜ୍ୟର ସବୁ ସ୍କୁଲକୁ ବନ୍ଦ ରଖାଯାଇଛି। ସ୍କୁଲ ବନ୍ଦ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଆଜି ସୂଚନା ଦେଇଛନ୍ତି। ଆସନ୍ତା ମଙ୍ଗଳବାର ସରସ୍ବତୀ ପୂଜାଥିଲେ ମଧ୍ୟ ସ୍କୁଲ ବନ୍ଦ ରହିବ ବୋଲି…

ଆସନ୍ତାକାଲି ଓଡ଼ିଶା ବନ୍ଦ

ଭୁବନେଶ୍ୱର: ଦିନକୁ ଦିନ ପେଟ୍ରୋଲ, ଡିଜେଲ୍ ଓ ଏଲ୍‌ପିଜି ଗ୍ୟାସ୍‌ ଦର ଅହେତୁକ ଭାବେ ବଢ଼ି ଚାଲିଛି। ଯାହାର ସିଧାସଳଖ ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡୁଛି। ଏହାର ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଆସନ୍ତାକାଲି ୬ ଘଣ୍ଟା ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଦିନ ଗୋଟାଏ ଯାଏ ବନ୍ଦ ଡାକରା ଦେଇଛି…

୧୫ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର: ପେଟ୍ରୋଲ ଓ ଡିଜେଲ ଦରରେ ଅହେତୁକ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଆସନ୍ତା ଫେବୃଆରୀ ୧୫ରେ କଂଗ୍ରେସର ପକ୍ଷରୁ ଦିନ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଓଡ଼ିଶାର…