ବିଜେପିର ମିଳିତ ସାମ୍ବାଦିକ ସମ୍ମିଳନୀକୁ…
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ। ସକାଳୁ ସୁରୁଖୁରରେ ମତଦାନ ଚାଲିଛି। ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟି ଏକ ସାମ୍ବାଦିକ ସମ୍ମିଳନୀ କରି ଶାସକ ଦଳ ବିଜୁ ଜନତା ଦଳ ଉପରେ ବର୍ଷିଛି। ଅନ୍ୟପଟେ ବିଜେପିର ସାମ୍ବାଦିକ ସମ୍ମିଳନୀ ପୂର୍ବରୁ ଓଡ଼ିଶା ବିଜେପିକୁ କଟାକ୍ଷ…