ଓଡ଼ିଶା ବଜେଟ୍ ୨୦୨୧-୨୨: କୃଷି ପାଇଁ…
ଭୁବନେଶ୍ବର: ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଆଜି ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ୨୧-୨୨ ଆର୍ଥିକ ବର୍ଷ ପାଇଁ ମୋଟ ବ୍ୟୟ ଅଟକଳ ୧ ଲକ୍ଷ ୭୦ ହଜାର କୋଟି ଟଙ୍କା ଥିବାବେଳେ କୃଷି ବଜେଟ ପାଇଁ ମୋଟ ୧୭ ହଜାର ୪୬୮ କୋଟି ଟଙ୍କାର ବ୍ୟୟବରାଦ ହୋଇଛି।
ନିରଞ୍ଜନ…