Odisha Link
Bridging the Missing Links in Odisha
Browsing Tag

Odisha Education

କବାଟରେ ଲେଖା ହେଲା ପ୍ରଶ୍ନ, ପରୀକ୍ଷା…

ଓଏଲ୍ ବ୍ୟୁରୋ : ଅବହେଳାରୁ ବିଦ୍ୟାଳୟକୁ ନିର୍ଦ୍ଧାରିତ ସମୟରେ ପ୍ରଶ୍ନପତ୍ର ଆସି ପାରିଲା ନାହିଁ। ଶ୍ରେଣୀ ଗୃହରେ କଳାପଟା ବି ନଥିଲା ତେଣୁ ଶିକ୍ଷକ କବାଟରେ ପ୍ରଶ୍ନ ଲେଖିଥିଲେ। କବାଟରୁ ପ୍ରଶ୍ନ ଦେଖି ପରୀକ୍ଷା ଦେଇଥିଲେ ଛାତ୍ର ଛାତ୍ରୀ। ସ୍ମାର୍ଟ ଯୁଗରେ ଏଭଳି ଘଟଣା ଓଡ଼ିଶାର ଯାଜପୁର ଜିଲ୍ଲା ଧର୍ମଶାଳା…

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଓଏଲ୍‌ ବ୍ୟୁରୋ: ରାଜ୍ୟରରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ଏପରିକି ରାଜ୍ୟର କିଛି ସ୍ଥାନରେ ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି ତାପମାତ୍ରା। ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ…

ଏପ୍ରିଲ ୨୮ରୁ +୨ ପରୀକ୍ଷା: ଏଥର କେମିତି…

ଓଏଲ୍‌ ବ୍ୟୁରୋ: ଏପ୍ରିଲ ୨୮ରୁ ଆରମ୍ଭ ହେବ ଯୁକ୍ତ ୨ ବୋର୍ଡ ପରୀକ୍ଷା। କଳା, ବାଣିଜ୍ୟ, ବିଜ୍ଞାନ ଧନ୍ଦାମୂଳକ ବିଷୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଦେବେ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ପରିଷଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ଯେଉଊଁ ପ୍ରକାର…

ଏପ୍ରିଲ ୨୯ରୁ ମାଟ୍ରିକ୍‌ ପରୀକ୍ଷା:…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଏପ୍ରିଲ୍‌ ୨୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ମେ'୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଏଥିପାଇଁ ମାଧ୍ୟମିକ ପରିଷଦ କରୁଛି ଜୋରଦାର ପ୍ରସ୍ତୁତି। ଏସବୁ ମଧ୍ୟରେ ବୋର୍ଡ ପରୀକ୍ଷା ନେଇ ବିସ୍ତୃତ ସୂଚନା ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ। ସାମ୍ବାଦିକ ସମ୍ମିଳନୀରେ…

୧୪ରେ କେଜିରୁ ୭ମ ପିଲା ଯିବେ ସ୍କୁଲ

ଓଏଲ୍‌ ବ୍ୟୁରୋ: ୨ ବର୍ଷ ପରେ ସ୍କୁଲ ଯିବେ କେଜିରୁ ୭ମ ଶ୍ରେଣୀ ପିଲା। ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ମହାମାରୀ କରୋନା ସଂକ୍ରମଣରେ କ୍ରମଶଃ ଅଙ୍କୁଶ ଲାଗୁଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ଶିକ୍ଷାନୁଷ୍ଠାନରେ ପାଠପଢ଼ା ସ୍ବାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା…

ଜାନୁଆରୀ ୩ରୁ ଖୋଲିବ ପ୍ରଥମରୁ-୫ମ ଶ୍ରେଣୀ

ଭୁବନେଶ୍ବର: ଦେଶରେ ଓମିକ୍ରନ୍‌ ମାମଲା ବଢ଼ୁଥିବା ବେଳେ ପ୍ରଥମରୁ ୫ମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଘୋଷଣା କରିଛନ୍ତି ସରକାର। ରାଜ୍ୟରେ ଥିବା ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ୨୭ ହଜାର ବିଦ୍ୟାୟକୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮…