ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ
ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ । ‘ଅକ୍ଷର’ ନାମରେ ନାମିତ ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟରେ ଉଦ୍ଘାଟନ କରିଛନ୍ତି ।
ସ୍ଥାନୀୟ ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଏକ…