Odisha Link
Bridging the Missing Links in Odisha
Browsing Tag

Odisha Government

ସରକାରୀ କର୍ମଚାରୀଙ୍କ ପାଇଁ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ଅଧିନରେ ଥିବା ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ…

ଶୁଟିଂ ବନ୍ଦ ପାଇଁ ରାଜ୍ୟ ସରକାରଙ୍କ…

ଭୁବନେଶ୍ବର: ଏଣିକି ଲକ୍‌ଡାଉନ୍‌ ସମୟରେ ନୂଆ ସିନେମା ବା ସିରିଏଲ୍‌ର ନୂଆ ଏପିସୋଡ୍‌ ଦେଖିବା ହୁଏତ ସମ୍ଭବ ହୋଇ ନପାରେ। କାରର କୋଭିଡ୍‌ ସଂକଟକୁ ଦୃଷ୍ଟିରେ ରଖି ରାଜ୍ୟରେ ଚଳଚ୍ଚିତ୍ର ଓ ଧାରବାହିକ ଶୁଟିଂ ବନ୍ଦ ଲାଗି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଉଭୟ ଇନଡୋର ଓ ଆଉଟଡୋର ଶୁଟିଂକୁ…

୪ ଅଧିକାରୀଙ୍କ ବିରୋଧରେ…

ଭୁବନେଶ୍ୱର: ରାଜ୍ୟ ସରକାର ୪ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଟିଟିଲାଗଡ ବ୍ଲକର ପୂର୍ବତନ ଏସଇଓ ବଳରାମ ସୁନା ଚାକିରିରୁ ବରଖାସ୍ତ ହୋଇଛନ୍ତି । ସେହିପରି ଆଠମଲ୍ଲିକର ଷ୍ଟାଟିଷ୍ଟିକାଲ ଆସିଟାଣ୍ଟ ବସନ୍ତ ସାହୁ ଚାକିରିରୁ ବରଖାସ୍ତ ହୋଇଛନ୍ତି । ଅନ୍ୟ ୨ ସରକାରୀ ଅଧିକାରୀଙ୍କ…

ଦୁଇ ଜଣ ଜଙ୍ଗଲ ବିଭାଗର ଅଧିକାରୀଙ୍କୁ…

ଭୁବନେଶ୍ବର: ରାଜ୍ୟ ସରକାର ଦୁଇ ଜଣ ଜଙ୍ଗଲ ବିଭାଗର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ବାଲେଶ୍ବର ବନ୍ୟପ୍ରାଣୀ ଅନ୍ତର୍ଗତ କୁଲଡିହା ରେଂଜ ସହକାରୀ ବନ ସଂରକ୍ଷକ ଲକ୍ଷ୍ମଣ ପ୍ରଧାନ ଓ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ରେଂଜ ଅଧିନରେ କାର୍ଯ୍ୟାରତ ଫରେଷ୍ଟର ଭରତ କୁମାର ଘଡ଼େଇଙ୍କୁ ବାଧ୍ୟତାମୂଳକ ଭାବେ…

୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ଵର: ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଜେଲ ଡିଆଇଜି, ଜଣେ କମାଣ୍ଡାଣ୍ଟ, ଜଣେ ଡିଏସ୍‌ପି, ଜଣେ ଡେପୁଟି କମାଣ୍ଡାଣ୍ଟ, ୨ ଜଣ ଖଣି ଅଧିକାରୀ ଓ ଜଣେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ରହିଛନ୍ତି।…

“ହାଜତ ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର : ପୁଲିସ୍ ହାଜତ ମୃତ୍ୟୁ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି ବିଜେପି। ଏହି ପ୍ରସଙ୍ଗରେ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଦାୟୀ କରିଛନ୍ତି। ସେ କହିଛନ୍ତି, ପୁରୀ ହାଜତ ମୃତ୍ୟୁ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଏବଂ ଏଥିପାଇଁ…

୧୧,୨୦୦ କୋଟିର ଅତିରିକ୍ତ ବଜେଟକୁ ରାଜ୍ୟ…

ଭୁବନେଶ୍ବର: ଆଜି ରାଜ୍ୟ ସରକାର ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟକୁ ଅନୁମୋଦନ କରିଛନ୍ତି। ଆଜି ସଂଧ୍ୟାରେ ବସିଥିବା ରାଜ୍ୟ ମନ୍ତ୍ରୀପରିଷଦର ବୈଠକରେ ଏହାକୁ ମଞ୍ଜୁର କରାଯାଇଛି। ଏହି ଅତିରିକ୍ତ ବଜେଟକୁ ଆସନ୍ତା ୨୦ ତାରିଖରେ ରାଜ୍ୟ ବିଧାନସଭାରେ ଉପସ୍ଥାପନ କରାଯିବ। ଗତ ଫେବ୍ରୁଆରି ମାସରେ ରାଜ୍ୟ…

ଏଣିକି ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା…

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢ଼ାଇଛି କରୋନା ସଂକ୍ରମଣ। ଏହାକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି। ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ବିଳମ୍ବ ହେଉଥିବାରୁ…

ବନ୍ୟା ତଦାରଖ ପାଇଁ ବରିଷ୍ଠ ଅଧିକାରୀଙ୍କୁ…

ଭୁବନେଶ୍ବର: ବିଭିନ୍ନ ବନ୍ୟା ପ୍ରଭାବିତ ଜିଲ୍ଲା ପାଇଁ ବରିଷ୍ଠ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନିଯୁକ୍ତ କରାଯାଇଛି। ମମ୍ଭାବ୍ୟ ବନ୍ୟ ପ୍ରଭାବରେ ସାଧାରଣଲୋକଙ୍କ ଧନଜୀବନ ନଷ୍ଟ ନ ହେବ ସେ ଦିଗକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

କୋଠାବାଡ଼ି ନିର୍ମାଣ ନିୟମରେ ପରିବର୍ତ୍ତନ…

ଭୁବନେଶ୍ୱର: କୋଠାବାଡି ନିର୍ମାଣ ନିୟମରେ ପରବର୍ତନ କରିଛନ୍ତି ରାଜ୍ୟ ସରାକର। ବହୁତଳ ଅଟ୍ଟାଳିକା ନିର୍ମାଣ ପାଇଁ ସରକାର କୋହଳ କଲେ ନିୟମ । ଏଣିକି ୮ଟି ଘର ଥିବା ଅଟ୍ଟାଳିକାକୁ ଆପାର୍ଟମେଂଟ କୁହାଯିବ । ପୁରୁଣା ଘରର ନବୀକରଣ ପାଇଁ ଆଉ ଦରକାର ପଡିବନି ଅନୁମତି । ସେହିଭଳି ଆଉ ମଡେଲ ପ୍ଲାନ ଅନୁମତି ପାଇଁ…