Odisha Link
Bridging the Missing Links in Odisha
Browsing Tag

Odisha Highcourt

ବେଆଇନ ବାଲି ଖାଦାନ ମାମଲା: ସର୍ତ୍ତମୂଳକ…

ଓଏଲ୍‌ ବ୍ୟୁରୋ: ହାଇକୋର୍ଟରେ ବେଆଇନ୍ ବାଲି ଖାଦାନ ମାମଲା ସାମ୍ନାକୁ ଆସିଥିଲା। ବାଲି ଉଠାଣ ଓ ପରିବହନ ଉପରେ ହାଇକୋର୍ଟ ଅଙ୍କୁଶ ବଳବତ୍ତର ରଖିଛନ୍ତି। ସକାଳ ୭ରୁ ରାତି ୯ ଯାଏଁ ବାଲି ପରିବହନ ଉପରେ ସଂପୂର୍ଣ୍ଣ କଟକଣା ଜାରି କରାଯାଇଛି। ଅତ୍ୟାବଶ୍ୟକ ସ୍ଥଳେ ବାଲିଉଠାଣ ପାଇଁ ସର୍ତ୍ତମୂଳକ ଅନୁମତି…

ନାଟମଣ୍ଡପ ମରାମତି ମାମଲା: ସତ୍ୟପାଠ ଦାଖଲ…

ଓଏଲ୍‌ ବ୍ୟୁରୋ: ନାଟମଣ୍ଡପ ମରାମତିକୁ ନେଇ ପୂର୍ବରୁ ଅନେକ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ୧୦ ତାରିଖରେ ବିମ୍‌ ଡିଜାଇନ୍‌ ଚୂଡ଼ାନ୍ତ ହୋଇଥିବା ଆମିକସ୍‌କ୍ୟୁରି ଅବଗତ କରାଇଛନ୍ତି। ଏପ୍ରିଲ ୩୦ ସୁଦ୍ଧା କାମ ସାରିବା ନେଇ ଆମିକସକ୍ୟୁରିଙ୍କୁ ମୌଖିକ ଅବଗତି କରାଯାଇଛି।…

ଆଜିଠୁ ଏକ ସପ୍ତାହ ପାଇଁ ଅଦାଲତ ବନ୍ଦ,…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ପୂଜା ଛୁଟି। ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ମଧ୍ୟ ଆଜିଠାରୁ ଦଶହରା ଅବକାଶ ଆରମ୍ଭ ହୋଇଛି। ଗୋଟେ ସପ୍ତାହ ଲାଗି ଅଦାଲତ ବନ୍ଦ ରହିବ। ୩୦ ତାରିଖରେ ପୁନର୍ବାର କୋର୍ଟ ଖୋଲିବ। ଏହି ସମୟ ମଧ୍ୟରେ ୨୦, ୨୫, ୨୬ ଏବଂ ୨୭ ତାରିଖରେ କୋର୍ଟ ଅଫିସ୍ ଖୋଲା ରହିବ। ଏହିସବୁ ଦିନରେ ୧୧ଟାରୁ…

ଆଜି ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର

ଓଏଲ୍‌ ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଡ. ଏସ୍‌. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ଆଜି ଓଡ଼ିଶା ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ ବିଚାରପତି । ଆଜି ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ।…

ଏଏସଓ ପରୀକ୍ଷା ମାମଲା: ରିଭ୍ୟୁ ପିଟିସନକୁ…

ଓଏଲ୍‌ ବ୍ୟୁରୋ: ଏଏସଓ ପରୀକ୍ଷାଫଳ ମାମଲାର ଶୁଣାଣି କରିଛନ୍ତି ହାଇକୋର୍ଟ। କୋର୍ଟରେ ଦାଖଲ ହୋଇଥିବା ରିଟ୍‌ ପିଟିସନ ଓ ରିଭ୍ୟୁ ପିଟିସନକୁ ଖାରଜ କରିଛନ୍ତି ବିଚାରପତି। ଏପରିକି ପୂର୍ବ ରାୟକୁ ହାଇକୋର୍ଟ କାଏମ ରଖିଛନ୍ତି। ପୂର୍ବରୁ ମେଧା ତାଲିକାକୁ ହାଇକୋର୍ଟ ଖାରଜ କରିଥିଲେ। ବିଷୟଭିତ୍ତିକ…

ଏଏସ୍ଓ ପରୀକ୍ଷା ମାମଲା: ହାଇକୋର୍ଟରେ…

ଓଏଲ୍ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍‌ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏହି ଘଟଣାକୁ ନେଇ ହାଇକୋର୍ଟରେ ରିଟ୍ ଆବେଦନ ଶୁଣାଣି…

ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର। ଜଷ୍ଟିସ୍‌ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି। ସୁପ୍ରିମକୋର୍ଟ କଲେଜିୟମ୍‌ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ରଙ୍କ ନାଁ…

ହାତୀ ମୃତ୍ୟୁ ଘଟଣା : ବିଦ୍ୟୁତ ବିତରଣ…

ଓଏଲ୍‌ ବ୍ୟୁରୋ : ହାତୀ ମୃତ୍ୟୁ ହେବା ଏବଂ ହାତୀ ଦ୍ୱାରା ଲୋକଙ୍କ କ୍ଷତି ହେବାର ଅନେକ ଘଟଣା ସାମ୍ନାକୁ ଆସୁଛି। ତେବେ ହାତୀଙ୍କ ସୁରକ୍ଷାକୁ ନଜରରେ ରଖି ହାଇକୋର୍ଟ ନିର୍ଦେଶ ଦେଇଥିବା ଜଣା ପଡିଛି। ହାତୀ ମୃତ୍ୟୁକୁ ନେଇ ୫ବିଦ୍ୟୁତ ବିତରଣ କଂପାନୀକୁ ହାଇକୋର୍ଟ ନୋଟିସ ଦେଇଛନ୍ତି। ହାତୀ ମୃତ୍ୟୁ ରୋକିବାକୁ…

ଓଡ଼ିଶା ପୁଲିସ ଏସ୍‌ଆଇ ନିଯୁକ୍ତି…

ଓଏଲ୍‌ ବ୍ୟୁରୋ : ଓଡ଼ିଶା ପୁଲିସ ନିଯୁକ୍ତି ବିଜ୍ଞପ୍ତିକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପୁଲିସ୍‌ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ଉପରେ ଅନ୍ତରୀଣ ରହିତାଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ୨୦୨୧ ମସିହା ଜୁନ୍‌ ୨୨ ତାରିଖର ନିଯୁକ୍ତି…

‘ହାଇକୋର୍ଟ ସହମତି ସହ କଂପ୍ଲିଟ…

ଓଏଲ୍‌ ବ୍ୟୁରୋ : ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠାକୁ ନେଇ ଅନେକ ଘଟଣା ସାମ୍ନାକୁ ଆସିଥିଲା। ତେବେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବି ପ୍ରସଙ୍ଗକୁ ନେଇ ସୁରେଶ ପୂଜାରୀଙ୍କ ଶୂନ୍ୟକାଳ ପ୍ରଶ୍ନର ଉତ୍ତର ଦେଇଛନ୍ତି ଆଇନ ମନ୍ତ୍ରୀ କିରଣ ରିଜିଜୁ। ସ୍ଥାୟୀ ବେଞ୍ଚ ପ୍ରସ୍ତାବ…