ସାରା ରାଜ୍ୟରେ ଆହୁରି ୨ ଦିନ ରହିବ ତାତି
ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଭୟଙ୍କର ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆହୁରି ଦୁଇ ଦିନ ଏଭଳି ପାଗ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପଶ୍ଚିମ ଓଡ଼ିଶାରେ ହିଟ୍ ୱେଭ୍ ଜାରି କରାଯାଇଛି। ଦକ୍ଷିଣ…