Odisha Link
Bridging the Missing Links in Odisha
Browsing Tag

odisha weather

ଘ‌ଣ୍ଟାଏରେ ମାରିଲା ୪୨ ହଜାରରୁ ଅଧିକ…

ଓଏଲ୍‌ ବ୍ୟୁରୋ: ପ୍ରବଳ ବର୍ଷାରେ ଉବୁଟୁବୁ ରାଜଧାନୀ ଭୁବନେଶ୍ବର। ରାସ୍ତା ଉପରେ ଜମିଲା ଅଣ୍ଠୁଏ ଉଚ୍ଚର ପାଣି। ସେପଟେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ଟୁଇନ୍ ସିଟିକୁ ସତର୍କ କରାଇଛି ପାଣିପାଗ ବିଭାଗ। ଏସବୁ ମଧ୍ୟରେ ଘନଘନ ବିଜୁଳିରେ ଥରିଲା ରାଜଧାନୀ ଭୁବନେଶ୍ବର। ଘଣ୍ଟାଏରେ କେବଳ ଭୁବନେଶ୍ୱର ସହରରେ ମାରିଛି…

ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୨…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବର୍ଷା ବିତ୍ପାତ। ଗୋଟିଏ ଲଘୁଚାପ ଯାଉ ଯାଉ ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନିଭୂତ ହୋଇ ୨୪ ଘଣ୍ଟାରେ ଅବପାତର ରୂପ ନେବ। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଉପକୂଳ ଓଡ଼ିଶାର ୭ ଜିଲ୍ଲାକୁ ରେଡ…

ଏହି ସବୁ ଜିଲ୍ଲାରେ ହେବ ବର୍ଷା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବଦଳୁଛି ପାଗ। ଯାହା ବଦଳରେ ରାଜ୍ୟରେ ୨ରୁ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ପାରଦ। ଏଥିସହିତ ରାଜ୍ୟର କିଛି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା। ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା…

ବଦଳୁଛି ପାଗ, ରାଜ୍ୟରେ ହେବ ହାଲୁକା…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବଦଳୁଛି ପାଗ। ବଢ଼ିବ ତାପମାତ୍ରା। ଯାହାର ପ୍ରକୋପରେ କମୁଛି ଶୀତ। କାରଣ ପୁଣି ଫେରିଛି ଅଦିନିଆ ବର୍ଷା। ଯାହା ଚାଷୀଙ୍କ ପାଇଁ ପାଲଟିଛି ଚିନ୍ତାର କାରଣ। ଗତ କିଛିଦିନ ଧରି ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଏପରିକି ଘନ କୁହୁଡିର ଚାଦରରେ ଅନେକ ସହର ରହୁଥିଲା। ବିଶେଷକରି…

ବଙ୍ଗୋପସାଗରରେ ଲଘୁଚାପ, ପ୍ରବଳ ବର୍ଷା…

ଭୁବନେଶ୍ୱର: ଥାଇଲାଣ୍ଡ ନିକଟରେ ସୃ୍‌ଷ୍ଟି ହୋଇଥିବା ଏକ ସାଇକ୍ଲୋଜିକ୍‌ ସର୍କୁଲେସନ୍‌ ପଶ୍ଚିମ ମୁହାଁ ହୋଇଥିବା ବେଳେ ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ରହିଛି । ଏଥିପାଇଁ ଶନିବାର ସୁଦ୍ଧା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ

୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ସେପ୍ଟେମ୍ବର ଆଣିଛି ଭଲ ଖବର। କାରଣ ମାସ ଆରମ୍ଭରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ଉତ୍ତର ପୂର୍ବ ଓ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଘୂର୍ଣ୍ଣିବଳୟ। ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ଭିତରେ ଉତ୍ତର ଓ…

ଗ୍ରୀଷ୍ମ ପ୍ରବାହ ପାଇଁ ୧୬ ଜିଲ୍ଲାକୁ…

ଭୁବନେଶ୍ୱର: ତତଲା କଡେଇରେ ସିଝୁଛି ସାରା ଓଡ଼ିଶା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, କନ୍ଧମାଳ, କେନ୍ଦୁଝର, ମୟୂରଭଂଜ, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ,…

ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିବ ଶୀତ…

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ ବଢ଼ିବାରେ ଲାଗିଛି ଶୀତର ପ୍ରକୋପ।ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଠାରୁ ଆରମ୍ଭ କରି ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିଥିବା ଶୀତ ଲହରୀ। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଶୀତ ଲହରୀ ଜାରି ରହିବ। ପାଗ ଶୁଖିିଲା ରହିଲେ ମଧ୍ୟ ରାତିର ତାପମାତ୍ରାରେ ବଡ଼ ଧରଣର…

କାଳବୈଶାଖୀ: ୧୦ ଜିଲ୍ଲାକୁ…

ଭୁବନେଶ୍ବର: ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନୁନ୍ୟ ୧୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ସମ୍ଭବନା ରହିଛି। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ। ଆଜି ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ…

ବର୍ଷା ପରେ କୁହୁଡ଼ି ପାଇଁ ୟେଲୋ…

ଭୁବନେଶ୍ୱର: ବର୍ଷା ପରେ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଦୁଇ ଦିନର ବର୍ଷା ପରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କହୁଡ଼ି ପାଇଁ ଉତ୍ତର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ୟେଲୋ…