Odisha Link
Bridging the Missing Links in Odisha
Browsing Tag

Odisha

‘ସ୍ବୟମ୍‌’ ଯୋଜନାରେ…

ଓଏଲ୍‌ ବ୍ୟୁରୋ: ଉଦୀୟମାନ ଯୁବକଯୁବତୀଙ୍କୁ 'ଯୁବ ଉଦ୍ୟୋଗୀ'ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା 'ସ୍ବୟମ୍'।ଲାଭଜନକ ବ୍ୟବସାୟ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କାର ଋଣ ଦେବାକୁ ସରକାର ବ୍ୟବସ୍ଥା କରିଛନ୍ତି।ଏଥିପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଛି।ଯୋଗ୍ୟ ବ୍ୟକ୍ତି…

ମାଘରୁ ବାଘ ଖରା; ତାପମାତ୍ରା ହ୍ରାସ ନେଇ…

ଓଏଲ୍‌ ବ୍ୟୁରୋ: ଆପଣମାନେ ସ୍କୁଲରେ ‘ମାଘ ମାସରେ ବାଘ ଶୀତ…’, ପଢ଼ିଥିବେ ନିଶ୍ଚୟ। ଏହା କେବଳ ଏବେ ପଢା ବହି କିମ୍ବା ଢଗଢମାଳିରେ ହିଁ ସୀମିତ ରହିଯିବ। କାରଣ ଫେବ୍ରୁଆରୀ ନ ସରୁଣୁ ମାଘରେ ବାଘ ଶୀତ ବଦଳରେ ଅନୁଭୂତ ହେଲାଣି ଖରା। ଫେବ୍ରୁଆରୀରୁ ରାଜ୍ୟରେ ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି…

ନୂଆ-ଓ ଛାତ୍ରବୃତ୍ତି: ବଢ଼ିଲା ଆବେଦନ…

ଓଏଲ୍ ବ୍ୟୁରୋ: ରାଜ୍ୟ ସରକାର ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି ଯୋଜନା କରିଛନ୍ତି। ପ୍ରତିବର୍ଷ ଯୁକ୍ତ ୩ ଓ ପିଜି ପିଲାଙ୍କୁ ମିଳିବ ଛାତ୍ରବୃତ୍ତି। ପାଖାପାଖି ସାଢେ ୪ ଲକ୍ଷ +୩ ପିଲା ଏହି ଛାତ୍ରବୃତ୍ତି ପାଇବେ। ଏହା ସହ ପାଖାପାଖି ୩୫ ହଜାର ପିଜି ପିଲାଙ୍କୁ ଏହି ଛାତ୍ରବୃତ୍ତି ମିଳିବ। ଛାତ୍ରୀଙ୍କୁ…

କାଳିଆ ଯୋଜନା ବଢ଼ିଲା ଆଉ ୩ ବର୍ଷ,…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ନିଆଗଲା ବଡ଼ ନିଷ୍ପତ୍ତି। ମୋଟ ୧୬ଟି ପ୍ରସ୍ତାବରେ ବାଜିଛି ମୋହର। କାଳିଆ ଯୋଜନାରେ ଚାଷୀମାନଙ୍କୁ ସହାୟତା ଆଗାମୀ ୩ ବର୍ଷ ପାଇଁ ବଢ଼ାଇଲେ ରାଜ୍ୟ ସରକାର। ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ…

ନିଯୁକ୍ତି ପର୍ବ: ରାଜ୍ୟର ୫୭୬ ଜଣ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ମିଳିଛି। ଆଜି ଲୋକସେବା ଭବନର କନ୍‌ଭେନସନ୍‌ ସେଣ୍ଟରରେ ନବନିଯୁକ୍ତ ଶିକ୍ଷକମାନଙ୍କ ରାଜ୍ୟସ୍ତରୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ…

ଆଗାମୀ ୩ ବର୍ଷରେ ଭାରତ ତୃତୀୟ ବଡ଼…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟକୁ…

ଖଣ୍ଡଗିରି ପାଦଦେଶରେ ଜମୁଛି କୁମ୍ଭମେଳା;…

ଓଏଲ୍ ବ୍ୟୁରୋ: ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା। ଖଣ୍ଡଗିରି ପାଦଦେଶରେ ଜମୁଛି କୁମ୍ଭମେଳା। ସାଧୁସନ୍ଥମାନେ ହୋମଜଜ୍ଞ, ଜପତପ, ପୂଜାର୍ଚ୍ଚନା କରିବେ ଖଣ୍ଡଗିରି ମେଳାରେ। ଏହି ମେଳା ପାଇଁ ବିଭିନ୍ନ ରାଜ୍ୟରୁ ଶତାଧିକ ବାବା ଆସି ଏଠାରେ ପହଞ୍ଚିଛନ୍ତି। କଟକଣାମୁକ୍ତ ମେଳାର…

ମାହାଙ୍ଗା ଡବଲ୍ ମର୍ଡର ମାମଲା: ବିଚାର…

ଓଏଲ୍‌ ବ୍ୟୁରୋ: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି ମିଳିଛି। ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି କରାଯାଇଛି। ହାଇକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବାବେଳେ ବିଚାରପତି ବଦଳିବା ପାଇଁ ଖୋଦ ବିଚାରପତି କହିଛନ୍ତି। ମୁଖ୍ୟ ବିଚାରପତିଙ୍କ ସହଯୋଗରେ ବିଚାର ହେଉ…

କଟକରେ ହେବ ବିଶ୍ୱସ୍ତରୀୟ ଷ୍ଟାଡିୟମ;…

ଓଏଲ୍‌ ବ୍ୟୁରୋ: ଖେଳ ଏବଂ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖେଳପଡିଆକୁ ପ୍ରସ୍ତୁତ କରାଗଲାଣି। ସେହିଭଳି ଆଗାମୀ ତିନି ବର୍ଷ ମଧ୍ୟରେ ଐତିହାସିକ ବାରବାଟୀ ଷ୍ଟାଡିୟମକୁ ବିଶ୍ବସ୍ତରୀୟ କ୍ରିକେଟ ଷ୍ଟାଡିୟମର ମାନ୍ୟତା ଦେବା ପାଇଁ ରାଜ୍ୟସରକାର…

ମାଟିରେ ମିଶିବ ବାରବାଟୀ ଷ୍ଟାଡିୟମ!

ଓଏଲ୍‌ ବ୍ୟୁରୋ: ଖେଳ ଏବଂ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖେଳପଡିଆକୁ ପ୍ରସ୍ତୁତ କରାଗଲାଣି। ସେହିଭଳି ଆଗାମୀ ତିନି ବର୍ଷ ମଧ୍ୟରେ ଐତିହାସିକ ବାରବାଟୀ ଷ୍ଟାଡିୟମକୁ ବିଶ୍ବସ୍ତରୀୟ କ୍ରିକେଟ ଷ୍ଟାଡିୟମର ମାନ୍ୟତା ଦେବା ପାଇଁ ରାଜ୍ୟସରକାର…