Odisha Link
Bridging the Missing Links in Odisha
Browsing Tag

Odisha

ଓଡ଼ିଶା ଆସିବେ ମହାମହିମ; ଉତ୍କଳ…

ଓଏଲ୍‌ ବ୍ୟୁରୋ: ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଅପରାହ୍ଣ ସାଢ଼େ ୫ଟାରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ।…

‘ଜନବିରୋଧୀ ନେତାଙ୍କୁ କୋଳେଇ ନେଲା…

ଓଏଲ୍‌ ବ୍ୟୁରୋ: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗ ଦେଇଛନ୍ତି। ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ…

ଥରୁଟିଏ ବିଜେପିକୁ ସୁଯୋଗ ଦିଅନ୍ତୁ:…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ନେତାଙ୍କ ଦଳ ଡିଆଁ ପର୍ବ ଆରମ୍ଭ…

ବିଜେପିରେ ମିଶିଲେ ପ୍ରଦୀପ ପାଣିଗ୍ରାହୀ

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ନେତାଙ୍କ ଦଳ ଡିଆଁ ପର୍ବ ଆରମ୍ଭ…

ବିଜେପି ଫୋକସରେ ଓଡ଼ିଶା; ଆସନ୍ତାକାଲି…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟକୁ…

ଲକ୍ଷ୍ମୀ ଯୋଜନା: ଆଜି ଯୋଡ଼ିହେବ ଆଉ ୫ଟି…

ଓଏଲ୍‌ ବ୍ୟୁରୋ: ଆହୁରି ସୁଗମ ହେବ ପରିବହନ ବ୍ୟବସ୍ଥା। ଆଜି ଆଉ ୫ଟି ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ବାଲେଶ୍ବର, ନୂଆପଡ଼ା, ବୌଦ୍ଧ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ଆଜିଠୁ ଗଡ଼ିବ ଲକ୍ଷ୍ମୀ ବସ। ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୮ରୁ ଅଧିକ…

ଓଏଲ୍‌ ବ୍ୟୁରୋ: ଯାତ୍ରୀବାହୀ ବସ ସହ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିବା ଖବର ସାମ୍ନାକୁ ଆସିଛି। ବଣାଇ ଟିକାୟତପାଲି ଥାନା ଯାତ୍ରାଖମଣ ନିକଟରେ ଏହି ଦୁର୍ଘଟଣା ଘଟିଛି। ୮ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ରାଉରକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

୨୬ ଜିଲ୍ଲାର ୨ ଲକ୍ଷ ୫୦ ହଜାର ଚାଷୀ…

ଓଏଲ୍‌ ବ୍ୟୁରୋ: ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ। ସିକିମ ସ୍ୱତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଥମ ଦିନରେ ୨୬ଟି ଜିଲ୍ଲାର ଦଶ ହଜାର ସିକିମ ରୟତ ଚାଷୀମାନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି। ଏହି ଅବସରରେ…

ରାଜ୍ୟର ଅଧା ସହରରେ ୩୫ଂ ପାର ତାପମାତ୍ରା,…

ଓଏଲ୍‌ ବ୍ୟୁରୋ: ଆପଣମାନେ ସ୍କୁଲରେ 'ମାଘ ମାସରେ ବାଘ ଶୀତ...', ପଢ଼ିଥିବେ ନିଶ୍ଚୟ। ଏହା କେବଳ ଏବେ ପଢା ବହି କିମ୍ବା ଢଗଢମାଳିରେ ହିଁ ସୀମିତ ରହିଯିବ। କାରଣ ଫେବ୍ରୁଆରୀ ନ ସରୁଣୁ ମାଘରେ ବାଘ ଶୀତ ବଦଳରେ ଅନୁଭୂତ ହେଲାଣି ଖରା। ଫେବ୍ରୁଆରୀରୁ ରାଜ୍ୟରେ ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି…

ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ: ପରୀକ୍ଷା…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ପ୍ରଥମ ଦିନର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ପରୀକ୍ଷା କେନ୍ଦ୍ରର ଅବ୍ୟବସ୍ଥାକୁ ଧରିଲା ଏଆଇ। କିଛି କେନ୍ଦ୍ରରେ ଡେସ୍କ ବେଞ୍ଚ ଅବ୍ୟବସ୍ଥିତ ଥିବା ଏଆଇ ଦ୍ୱାରା ଠାବ ହୋଇଛି। ତେବେ ପରୀକ୍ଷା କେନ୍ଦ୍ରର ପ୍ରବେଶ ପଥରେ ଯାଞ୍ଚ କଡ଼ାକଡ଼ି ହେବ। ଆଜି…