Odisha Link
Bridging the Missing Links in Odisha
Browsing Tag

Odisha

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା…

ଓଏଲ୍‌ ବ୍ୟୁରୋ: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ଦିଆଯାଇଥିବା ଖବର ଏବେ ଚହଳ ସୃଷ୍ଟି କରିଛି। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ବିଧାୟକଙ୍କୁ ହତ୍ୟା ଧମକ ନେଇ ବିଭିନ୍ନ ସ୍ଥାନରେ ପୋଷ୍ଟର ଲାଗିଛି।…

କାଲିଠୁ ୧୦ମ ବୋର୍ଡ ପରୀକ୍ଷା; ଏଥର…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଫେବ୍ରୁଆରୀ ୨୦ରୁ ଆରମ୍ଭ ମାର୍ଚ୍ଚ ୪ରେ ଶେଷ ହେବ। ତେବେ ଏଥର ମାଟ୍ରିକ ପରୀକ୍ଷା ପାଇଁ ସୁରକ୍ଷା ବ୍ୟବସ୍ତା କରାଯାଇଛି। ଚଳିତବର୍ଷ ପରିକ୍ଷାରେ କପି ରୋକିବାକୁ ଅଭିନବ ପ୍ରୟାସ କରାଯିବ। ଏଆଇ ଜଗିବ ୧୦ମ ବୋର୍ଡ ପରୀକ୍ଷା। ଏନେଇ ଗଂଜାମ…

ଏସିଆ ମହାଦେଶର ବୃହତ କପଡ଼ା କାରଖାନାର…

ଓଏଲ୍‌ ବ୍ୟୁରୋ: ପ୍ରତିଷ୍ଠା ହେବ ଏସିଆ ମହାଦେଶର ବୃହତ୍ କପଡ଼ା କାରଖାନା। ଶନିବାର କଟକ ଚୌଦ୍ୱାର ସ୍ଥିତ ଓଟିଏମ ଜମିରେ ଟେକ୍ସଟାଇଲ ପାର୍କର ଶିଳାନ୍ୟାସ କରିଚନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଟିଏମର ୪୭୮ ଏକର ଜମିରେ ୩ହଜାର କୋଟି ଟଙ୍କା ବ୍ୟୟରେ ଏକ ନୂଆ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ହେବ।…

ଆଜିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା। ଚଳିତବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ହଜାର ୭୯୨ଜଣ ପରୀକ୍ଷା ଦେଉଛନ୍ତି। ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ବାସ…

ମାହାଙ୍ଗା ଡବଲ୍ ମର୍ଡର ମାମଲା: ବଢ଼ିଲା…

ଓଏଲ୍‌ ବ୍ୟୁରୋ: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି ମିଳିଛି। ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି କରାଯାଇଛି। ହାଇକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବାବେଳେ ବିଚାରପତି ବଦଳିବା ପାଇଁ ଖୋଦ ବିଚାରପତି ନିଜେ କହିଛନ୍ତି। ମୁଖ୍ୟ ବିଚାରପତିଙ୍କ ସହଯୋଗରେ ବିଚାର…

ଖଣ୍ଡଗିରି ଟ୍ରିପଲ ମର୍ଡର ଘଟଣା: ୧୦ ବର୍ଷ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱର ଖଣ୍ଡଗିରି ୨୦୧୪ରେ ଟ୍ରିପଲ ମର୍ଡର ଘଟଣା ସାମ୍ନାକୁ ଆସିଥିଲା। ଦୋଷୀ ସ୍ନେହସ୍ୱାକ୍ଷର ସାମଲକୁ ଆଜୀବନ ସଜା ଦେଲେ ଏଡିଜେ-୧। ଘଟଣାର ୧୦ ବର୍ଷ ପରେ ଦୋଷୀକୁ କୋର୍ଟ ଦଣ୍ଡାଦେଶ ଦେଇଛନ୍ତି। ୨୦୧୪ରେ ଡାକ୍ତରଙ୍କ ଘରେ ପଶି ୩ ଜଣକୁ ଦୋଷୀ ସ୍ନେହସ୍ୱାକ୍ଷର ସାମଲ ହତ୍ୟା କରିଥିଲା।…

ଆଗକୁ ନିର୍ବାଚନ; ଶଙ୍ଖ ଭବନରେ ମିଶ୍ରଣ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ନେତା ମାନଙ୍କ ଦଳ ଡିଆଁ ପର୍ବ…

ପାଟଣାଗଡ଼ ବିସ୍ଫୋରଣ ଘଟଣା: ମୃତ୍ୟୁ…

ଓଏଲ୍ ବ୍ୟୁରୋ: ବେଲପଡ଼ା ଥାନା କାନୁଟ ଗାଁରେ ଭୟଙ୍କର ବିସ୍ଫୋରଣ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଗ୍ୟାସ ପାଇପରେ ନିଆଁ ଲାଗିବାରୁ ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଗତ ୧୨ରେ ଜଣେ ଓ ଗତକାଲି ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ରାଉରକେଲା ଘରୋଇ ମେଡିକାଲରେ…

ନୂଆ-ଓ ଛାତ୍ରବୃତ୍ତି: ଜାଣନ୍ତୁ ଆବେଦନ…

ଓଏଲ୍ ବ୍ୟୁରୋ: ଯାଜପୁର ଗସ୍ତରେ ଯାଇ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଛାତ୍ରଛାତ୍ରୀଙ୍କୁ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଭବିଷ୍ୟତ ପାଇଁ ସଫଳତାର ଟିପ୍ସ ଦେଇଥିଲେ। ଏହି ଅବସରରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଏକ ବଡ଼ ଘୋଷଣା କରି…

ଆଜିଠୁ ଖଣ୍ଡଗିରି ମେଳା; ଜପତପରେ…

ଓଏଲ୍ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା। ସାଧୁସନ୍ଥମାନେ ହୋମଜଜ୍ଞ, ଜପତପ, ପୂଜାର୍ଚ୍ଚନା କରିବେ ଖଣ୍ଡଗିରି ମେଳାରେ। ଏହି ମେଳା ପାଇଁ ବିଭିନ୍ନ ରାଜ୍ୟରୁ ଶତାଧିକ ବାବା ଆସି ଏଠାରେ ପହଞ୍ଚି ସାରିଛନ୍ତି। କଟକଣାମୁକ୍ତ ମେଳାର ଆୟୋଜନ ହେଉଥିବାରୁ ପ୍ରବଳ ଭିଡ…