କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା;…
ଓଏଲ୍ ବ୍ୟୁରୋ: ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ସାମ୍ନାକୁ ଆସିଥିଲା। କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ଓସେପାର ମେଧା ତାଲିକା ହାଇକୋର୍ଟ ରଦ୍ଦ କରିଥିଲେ। ଜିଲ୍ଲାୱାରୀ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହି ମାମଲାରେ ଏଯାବତ ପୂର୍ଣ୍ଣଛେଦ…