Odisha Link
Bridging the Missing Links in Odisha
Browsing Tag

Odisha

୨୦୨୫ ସୁଦ୍ଧା ସବୁ ଫାଣ୍ଡିରେ ଲାଗିବ…

ଓଏଲ୍‌ ବ୍ୟୁରୋ: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲାରେ ଆସିଲା ହାଇକୋର୍ଟଙ୍କ ଶୁଣାଣି। ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି। ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି। ସେନା ଅଧିକାରୀଙ୍କୁ ଥାନାରେ ଦୁର୍ବ୍ୟବହାର ନେଇ ଏସଓପି ଜାରି କରାଯାଇଛି। ଏସଓପିର ଏକ କପି…

ଶିମିଳିପାଳରେ ବୁଲୁଛି ‘ଯମୁନା’, ଶିକାର…

ଓଏଲ୍‌ ବ୍ୟୁରୋ: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରୁ ବାହାରି ମହାବଳ ବାଘୁଣୀ ‘ଯମୁନା’ ଶିକାର କରିବା ଆରମ୍ଭ କରିଛି। ଯମୁନା ଏବେ ସମ୍ପୂର୍ଣ୍ଣ ସୁସ୍ଥ ଓ ଚଳଚଞ୍ଚଳ ଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡା.…

ବଦଳି କି ପଦୋନ୍ନତି ପାଇଁ ଚାପ ପକାଇଲେ…

ଓଏଲ୍‌ ବ୍ୟୁରୋ: ଆକ୍ସନ ମୋଡରେ ମୁଖ୍ୟ ଶାସନ ସଚିବ। ବଦଳି ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ବଦଳି ଏବଂ ପୋଷ୍ଟିଂ ପାଇଁ ଆଉ ପକାଇ ହେବନି ଚାପ। ମେରିଟ୍ ଲିଷ୍ଟକୁ ଦୃଷ୍ଟିରେ ରଖି ନିୟମ ଅନୁସାରେ ପୋଷ୍ଟିଂ କରାଯିବ। ଏଥିରେ ଖିଲାପ କଲେ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିପାଇଁ ସବୁ ବିଭାଗର…

ତ୍ରିଷ୍ଣା ରାୟଙ୍କୁ ମିସ୍‍ ଟିନ୍‍…

ଓଏଲ୍‌ ବ୍ୟୁରୋ: ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବିଜୟୀ ହୋଇ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି । କିଟ୍‍ ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍ର ଛାତ୍ରୀ…

ଋତୁସ୍ରାବ ଛୁଟି ନେଇ ନୂଆ ବିଜ୍ଞପ୍ତି,…

ଓଏଲ୍‌ ବ୍ୟୁରୋ: ଋତୁସ୍ରାବ ଛୁଟି ନେଇ ନୂଆ ବିଜ୍ଞପ୍ତି ସାମ୍ନାକୁ ଆସିଛି । ମହିଳା କର୍ମଚାରୀଙ୍କୁ ଋତୁସ୍ରାବ ଛୁଟି ଘୋଷଣା କରାଯାଇଥିବା ବେଳେ ବର୍ତ୍ତମାନ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…

ଅତନୁଙ୍କ ଦୃଢ଼ୋକ୍ତି: ପୁଣି…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ଲୋକେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁଲି ନାହାନ୍ତି। ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ମହାକାଳପଡ଼ାରେ ଆୟୋଜିତ ଏକ ଦଳୀୟ ସଭାରେ ଏଭଳି କହିଛନ୍ତି ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ସେ କହିଛନ୍ତି,…

ପ୍ରଥମ ଥର ଓଡ଼ିଶାରେ ଆୟୋଜିତ ହେବ…

ଓଏଲ୍‌ ବ୍ୟୁରୋ:ପ୍ରଥମ ଥର ଓଡ଼ିଶା ଆୟୋଜିତ କରିବାକୁ ଯାଉଛି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତ୍ୟିକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ । ନଭେମ୍ବର ୧୨ ରୁ ୧୫ ତାରିଖ ଯାଏଁ ଏହି ଜାତୀୟସ୍ତରୀୟ ଉତ୍ସବ ହେବାକୁ ଥିବା ବେଳେ ନ୍ୟାସନାଲ୍ ଏଜୁକେସନ ସୋସାଇଟି ଫର୍ ଟ୍ରାଇବାଲ୍…

ଚଳିତ ଶିକ୍ଷା ବର୍ଷରୁ ଜାତୀୟ ଶିକ୍ଷା…

ଓଏଲ୍‌ ବ୍ୟୁରୋ: ଉଚ୍ଚ ଶିକ୍ଷା କ୍ଷେତ୍ରରେ  ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ…

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଲ୍‌ ବ୍ୟୁରୋ: ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଦେଓରଞ୍ଜନ ସିଂଙ୍କୁ ଓଡ଼ିଶା ବନ ନିଗମ ଅଧ୍ୟକ୍ଷ ଦାୟିତ୍ୱ । ବିଶାଲ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ୱ ପ୍ରଦାନ । ସଞ୍ଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର । ଭାସ୍କର ଜ୍ୟୋତି ଶର୍ମା…

ହୋମ ଗାର୍ଡ ନିଯୁକ୍ତି ରହିତାଦେଶ…

ଓଏଲ୍‌ ବ୍ୟୁରୋ:ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ। ସୂଚନା…