Odisha Link
Bridging the Missing Links in Odisha
Browsing Tag

Odisha

ଆଜି ନୃତ୍ୟ ଦିବସ; ଏବେବି ଲୋକପ୍ରିୟ…

ଓଏଲ୍‌ ବ୍ୟୁରୋ: ସାହିତ୍ୟ, କଳା ଓ ପରମ୍ପରାକୁ ନେଇ ସବୁବେଳେ ସମୃଦ୍ଧ ହୋଇ ଆସିଛି ଆମ ଭାରତୀୟ ସଂସ୍କୃତି। ‘ନୃତ୍ୟ’ ଓ ‘ନାଟକ’ ଭାରତୀୟ ସଂସ୍କୃତିର ଦୁଇ ଅବିଚ୍ଛେଦ୍ୟ ଅଙ୍ଗ। ସମୟ ଯେତେ ବଦଳିଲେ ବି, ମଣିଷ ଯେତେ ଆଧୁନିକ ହେଲେ ବି ମନୋରଞ୍ଜନର ଏହି ଦୁଇ ପ୍ରମୁଖ ମାଧ୍ୟମ ଆଜି ସୁଦ୍ଧା ନିଜର ସ୍ଥିତି ମଜଭୁତ…

ସକାଳୁ ଅସହ୍ୟ ତାତି; ୪୦ ଡିଗ୍ରୀ ମୁହାଁ…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୫ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନିବର୍ଷା। ଆଜିବି ଅସହ୍ୟ ତାତି ଅନୁଭୂତ ହେଉଛି। ଉପକୂଳ ଠାରୁ ଉପାନ୍ତ ଯାଏଁ ଲାଗି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ। ପାଣିପାଗ ବିଭାଗ ଅନୁସାରେ, ଏବେ ତାତିରୁ ମିଳିବନି ଆଶ୍ୱସ୍ତି। ଆସନ୍ତା ୩୦ ତାରିଖ…

ଓଡ଼ିଶାରେ ଆହୁରି ୪ ଦିନ ହିଟ୍‌ ଓ୍ବେଭ୍‌,…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୫ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ସକାଳ ସାଢ଼େ ୮ଟା ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲାଣି ପାରଦ। ଉପକୂଳ ଠାରୁ ଉପାନ୍ତ ଯାଏଁ ଲାଗି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ। ପାଣିପାଗ ବିଭାଗ…

ହୁ ହୁ ହୋଇ ଜଳିଗଲା ବସ୍, ଅଳ୍ପକେ…

ଓଏଲ୍‌ ବ୍ୟୁରୋ: ଢେଙ୍କାନାଳରେ ଘଟିଥିବା ଏକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ହୁ ହୁ ହୋଇ ନିଆଁ ଲାଗି ଜଳିଗଲା ବସ୍ ଜଳିଯାଇଛି। ଏନ୍ଏଚ୍ ୫୫ ଆନନ୍ଦନଗର ନିକଟରେ ବସ୍ ଜଳିଯାଇଛି। ବସ୍‌ଟି ଅନୁଗୁଳରୁ ଭୁବନେଶ୍ବର ଆସୁଥିବା ବେଳେ ଅଘଟଣ ଘଟିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ଦମକଳ ବାହିନୀ…

ନିର୍ବାଚନୀ ମୈଦାନରେ ନେତାଙ୍କ ଗହଳି;…

ଓଏଲ୍‌ ବ୍ୟୁରୋ: ନବୀନ ନିବାସରୁ ଆରମ୍ଭ ହୋଇଥିଲା ଯୋଡ଼ି ଶଙ୍ଖର ପ୍ରଚାର। ଆଉ ତା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହିଞ୍ଜିଳି ନିର୍ବାଚନୀ ମୈଦାନରୁ ପ୍ରତ୍ୟକ୍ଷ ଭାବେ ଆରମ୍ଭ କରିଛନ୍ତି ପ୍ରଚାର। ଏହା ପରେ ଦଳର ମଙ୍ଗ ଧରିଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଗତକାଲି ବିଜେଡି ନେତା କାର୍ତ୍ତିକ…

ଓଡ଼ିଶା ଆସୁ ଆସୁ ଗର୍ଜିଲେ ଅମିତ ଶାହ;…

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏହାରି ମଧ୍ୟରେ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସୋନପୁର ରାମେଶ୍ବରମ ଷ୍ଟାଡିୟମରେ ବିଶାଳ ନିର୍ବାଚନୀ ସଭାରେ ଅମିତ ଶାହ…

ନିର୍ବାଚନ ମୈଦାନରେ ଭି.କେ ପାଣ୍ଡିଆନଙ୍କ…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଏବେ ନିର୍ବାଚନୀ ତାତି। ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ସୋମବାର ଦିନ ନବୀନ ନିବାସରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଡ଼ିି ଶଙ୍ଖର ପ୍ରଚାର ଆରମ୍ଭ କରିଥିଲେ। ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା;…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ସାମ୍ନାକୁ ଆସିଥିଲା। କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ଓସେପାର ମେଧା ତାଲିକା ହାଇକୋର୍ଟ ରଦ୍ଦ କରିଥିଲେ। ଜିଲ୍ଲାୱାରୀ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହି ମାମଲାରେ ଏଯାବତ ପୂର୍ଣ୍ଣଛେଦ…

ଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି;…

ଓଏଲ୍‌ ବ୍ୟୁରୋ: ଚଳିତ ବର୍ଷ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଜୁନ ୨୨ ଓ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ। ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ। ରଥଖଳାରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ। ୨୩ ଖଣ୍ଡ ଅସନ, ୪୦…

ନବରଙ୍ଗପୁର: ୩ ମାଝୀଙ୍କ ମଧ୍ୟରେ…

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ପ୍ରଚାରର ଶେଷ ଦିନ। ଆଉ ଦିନକ ପରେ ହେବ ଭୋଟ ଗ୍ରହଣ। ସେହିଭଳି ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏନେଇ ବିଜ୍ଞପ୍ତି ଜାରି ହେବା ସହ ନାମାଙ୍କନପତ୍ର ଦାଖଲ…