Odisha Link
Bridging the Missing Links in Odisha
Browsing Tag

Orissa High Court

ଆଜି ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶା ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ ବିଚାରପତି। ଜଷ୍ଟିସ ଚକ୍ରଧାରରୀ ଶରଣ ସିଂ ଆଜି ମୁଖ୍ୟ ବିଚାରପତି ଭାବେ ଶପଥ ନେବେ। ସକାଳ ୧୦ଟା ସମୟରେ ଶ୍ରୀ ଶପଥ ଗ୍ରହଣ କରିବେ ବୋଲି ହାଇକୋର୍ଟ ପ୍ରୋଟୋକଲ ପକ୍ଷରୁ ସମୟ ଧାର୍ଯ୍ୟ ହୋଇଛି। ମହାମହିମ ରାଜ୍ୟପାଳ ରଘୁବର ଦାସ ଶପଥପାଠ କରାଇବେ।…

ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର। ଜଷ୍ଟିସ୍‌ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି। ସୁପ୍ରିମକୋର୍ଟ କଲେଜିୟମ୍‌ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ରଙ୍କ ନାଁ…

ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାର…

କଟକ: ଆଗକୁ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ହେଲେ ତାପୂର୍ବରୁ ରଥଯାତ୍ରା ହେବ କି ନାହିଁ ତାହାକୁ ନେଇ ଲାଗି ରହିଛି କଳ୍ପନାଜଳ୍ପନା। ଏପରି ସ୍ଥିତିରେ ଶ୍ରଦ୍ଧାଳୁଙ୍କ ସମେତ ମନ୍ଦିର ସେବାୟତ, ପ୍ରଶାସକ ଓ ସରକାର ଚିନ୍ତାରେ ପଡ଼ିଛନ୍ତି। ହେଲେ ଏସବୁ ମଧ୍ୟରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ରାୟ।…

ବିବାହ ପ୍ରତିଶ୍ରୁତି ଦେଇ ଯୌନ ସମ୍ପର୍କ…

କଟକ: ପୂର୍ବରୁ ବିବାହର ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା ଓ ପରେ ବିବାହ ନ କରିବାକୁ ଅପରାଧ ଦୃଷ୍ଟିରେ ଦେଖାଯାଉଥିଲା। ସ୍ବଇଚ୍ଛାରେ ଜଣେ ମହିଳା ଅନ୍ୟ ଜଣେ ପୁରୁଷ ସହ ସମ୍ପର୍କ ରଖିଥିଲେ ମଧ୍ୟ ପରେ ଏଭଳି ଅଭିଯୋଗ ଆଣି ପୁରୁଷଟିକୁ ଧର୍ଷକ ପ୍ରମାଣିତ କରି ପାରୁଥିଲା। ତେବେ ଏଭଳି ମାମଲା ନେଇ…

ଓଡ଼ିଶା: କଳା ଗାଉନ୍, କଳା କୋର୍ଟ…

କଟକ: ଆଇନଜୀବୀମାନେ କଳା କୋର୍ଟ ଓ କଳା ଗାଉନ୍‌ ପିନ୍ଧିବେନାହିଁ। ସେମାନେ ଏଣିକି କେବଳ ଧଳା ଡ୍ରେସ୍‌ ପିନ୍ଧିବେ। ଏଭଳି ପରାମର୍ଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ନ୍ୟାୟାଧୀଶ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ କରୋନା ସଂକ୍ରମଣ ସମୟରେ…