Odisha Link
Bridging the Missing Links in Odisha
Browsing Tag

OSSC

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ ମାମଲା:…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଚହଳ ପକାଇଥିବା ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ପୁଲିସକୁ ବଡ଼ ସଫଳତା। ପ୍ରଶ୍ନପତ୍ର ଲିକ୍‌ ମାମଲାର ମାଷ୍ଟର ମାଇଣ୍ଡ ଗିରଫ। ବିହରରୁ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି ବାଲେଶ୍ୱର ପୁଲିସ। ମାଷ୍ଟର ମାଇଣ୍ଡ ସମେତ ୭ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ସେମଧ୍ୟରେ…

ଓଡ଼ିଆ ପ୍ରଶ୍ନପତ୍ରରେ ମୁଦ୍ରଣ ତ୍ରୁଟି,…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନର ହୋଇଥିବା ଏକ ପରୀକ୍ଷାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ଗୃହ ଓ ନଗର ଉନ୍ନୟନ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ୍ କରାଯାଇଛି। ଗତକାଲି ହୋଇଥିବା ପ୍ରିଲିମନାରୀ ପରୀକ୍ଷା ହେଲା ବାତିଲ। ପରୀକ୍ଷା ବାତିଲ କଲେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ…

ମାର୍ଚ୍ଚ ୧୦ରେ ମାଧ୍ୟମିକ ଶିକ୍ଷକ…

ଓଏଲ୍‌ ବ୍ୟୁରୋ : ଓଡ଼ିଶା କର୍ମଚାରୀ ଚୟନ ଆୟୋଗ ପକ୍ଷରୁ ମାଧ୍ୟମିକ ଶିକ୍ଷକ ନିଯୁକ୍ତି ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମାର୍ଚ୍ଚ ମାସ ୧୦ରୁ ୧୩ ତାରିଖ ମଧ୍ୟରେ ଆଶାୟୀ ମାଧ୍ୟମିକ ଶିକ୍ଷକଙ୍କ ଦକ୍ଷତା ପରୀକ୍ଷା ଅନୁଷ୍ଠିତ ହେବ। ମାର୍ଚ୍ଚ ମାସରେ ପ୍ରିଲିମ୍‌‌ ଏବଂ ନୂଆ ଶିକ୍ଷାବର୍ଷ…

ଖେଳ ଶେଷ, କୋଟିପତି ପିଏସ୍‌ ବିରଞ୍ଚିଙ୍କୁ…

ଭୁବନେଶ୍ବର: କୋଟିପତି ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ଆଉ ଏକ ଝଟକା। ଆଜି ମଧ୍ୟାହ୍ନରେ ଓଏସ୍‌ଏସ୍‌ସି ଅଧ୍ୟକ୍ଷ ବିରଞ୍ଚିଙ୍କୁ ଚାକିରିରୁ ନିଲମ୍ବିତ କରିଥିବା ବେଳେ ସନ୍ଧ୍ୟାରେ ବାଧ୍ୟତାମୂଳକ ଅବସର ଦେଳେ ରାଜ୍ୟ ସରକାର। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି ବିରଞ୍ଚି। ତାଙ୍କଠାରୁ…

କୋଟିପତି ପିଏସ୍‌ ବିରଞ୍ଚି ସାହୁ…

ଭୁବନେଶ୍ବର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କୁବେର ପିଏସ୍‌ ବିରଞ୍ଚି ନାରାୟଣ ସାହୁ ଚାକିରିରୁ ନିଲମ୍ବିତ। ଶିନବାର ଗିରଫ ହୋଇଥିବା ବିରଞ୍ଚିଙ୍କୁ ସୋମବାର ଓଏସ୍‌ଏସ୍‌ସି ଅଧ୍ୟକ୍ଷ ଚାକିରିରୁ ନିଲମ୍ବିତ କରିଛନ୍ତି। ଶୁକ୍ରବାର ୩ କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି ଠାବ କରିଥିଲା…

ଓଡ଼ିଶା ଷ୍ଟାଫ ସିଲେକ୍ସନ କମିସନଙ୍କ…

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିସନଙ୍କ ପିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ରେଡ ସମୟରେ ପୁଳା ପୁଳା ଟଙ୍କା ଜବତ କଲା ଭିଜିଲାନ୍ସ ଟିମ୍।  ନୀଳାଦ୍ରିବିହାର ବାସଭବନ ସହ ଭୁବନେଶ୍ୱର ଓ କଟକର ୬ଟି ସ୍ଥାନରେ ଚାଲିଛି ରେଡ। ୨ଟି ଦୁଇ ମହଲା ବିଶିଷ୍ଟ କୋଠା, ୯ଟି…