ସୁଗମ ଅକ୍ସିଜେନ୍ ଯୋଗାଣ ପାଇଁ ଓଡ଼ିଶା…
ଭୁବନେଶ୍ୱର: ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍ (ଓଏସ୍ଏଲ୍) ନିଜର ଅଭିଜ୍ଞ କର୍ମଚାରୀଙ୍କ ସହଯୋଗରେ ପାରାଦୀପ ପୋର୍ଟ ଟ୍ରଷ୍ଟ ଜରିଆରେ ସିଙ୍ଗାପୁରର ଏମ୍ଭି ଆନ୍ନା ମାରିଆ ଦ୍ୱାରା ୪୦ ଲିଟର ଧାରଣ କ୍ଷମତାଯୁକ୍ତ ୨୪ଟି ମେଡିକାଲ୍ ଅକ୍ସିଜେନ୍ ସିଲିଣ୍ଡର, ୫ଟି ମେଡିକାଲ ଅକ୍ସିଜେନ୍ ସିଲିଣ୍ଡର ଏବଂ…