Odisha Link
Bridging the Missing Links in Odisha
Browsing Tag

Pakistan

ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ:…

ଓଏଲ୍‌ ବ୍ୟୁରୋ: ପାକିସ୍ତାନରେ ଅଘଟଣ ଘଟିଥିବା ଖବର ସାମ୍ନାକୁ ଆସିଛି। ବଡ଼ ଧରଣର ବିସ୍ଫୋରଣରେ ୬୦ ଜୀବନ ଚାଲିଯାଇଛି। ପାଖାପାଖି ୧୦୦ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ବାଲୋଚିସ୍ତାନ ମାସ୍ତୁଙ୍ଗ ଜିଲ୍ଲାର ଏକ ମସଜିଦ୍‌ ନିକଟରେ ଏହି ବିସ୍ଫୋରଣ ହୋଇଛି। ପର୍ବ ପାଳନ ପାଇଁ ଏକତ୍ରିତ ହୋଇଥିବା ବେଳେ…

ପାକିସ୍ତାନରେ ହାଇଡ୍ରାମା, ରାତି ଅଧରେ…

ଓଏଲ୍‌ ବ୍ୟୁରୋ: ଭାରତର ପଡ଼ୋଶୀ ରାଷ୍ଟ୍ର ପାକିସ୍ତାନରେ ହାଇଡ୍ରାମା। ରାତି ଅଧରେ ପାକିସ୍ତାନ ରାଜନୀତିରେ ହଟଚମଟ ଦେଖିବାକୁ ମିଳିଛି। ପାକିସ୍ତାନରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ଭିତରେ ଗତକାଲି ପାକିସ୍ତାନ ସଂସଦକୁ ଭଙ୍ଗ କରାଯାଇଛି। ସଂସଦ ଭଙ୍ଗ ହେବାର ୩ ମାସ ମଧ୍ୟରେ ପୁଣିଥରେ ନିର୍ବାଚନ ହେବ।…

ଯାତ୍ରୀବାହୀ ଟ୍ରେନ୍‌ ଲାଇନଚ୍ୟୁତ୍‌:…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଟ୍ରେନ୍‌ ଟ୍ରାଜେଡି ବିଶ୍ବବାସୀଙ୍କ ମନରୁ ଲିଭି ନଥିବା ବେଳେ ଆଜି ପାକିସ୍ତାନରେ ହୋଇଛି ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା। ଆଜି ପାକିସ୍ତାନରେ ଗୋଟିଏ ଯାତ୍ରୀବାହୀ ଟ୍ରେନ୍‌ର ୧୦ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦…

ପାକିସ୍ତାନୀ ଏଜେଣ୍ଟକୁ ଓଟିପି ସେୟାର…

ଓଏଲ୍‌ ବ୍ୟୁରୋ: ପାକିସ୍ତାନୀ ଏଜେଣ୍ଟକୁ ଓଟିପି ସେୟାର କରି ୩ ଓଡ଼ିଆ ଗିରଫ ହୋଇଥିବା ଘଟଣା ସାମ୍ନାକୁ ଆସିଥିଲା। ଓଡ଼ିଶା ସିମକାର୍ଡ ପାକିସ୍ତାନରେ ଅପରେଟ ଘଟଣାରେ ସମ୍ପୃକ୍ତ ମାଷ୍ଟରମାଇଣ୍ଡ ବିରୁଦ୍ଧରେ ଦେଶଦ୍ରୋହ ଅପରାଧ ଦଫା ଲାଗିବ ବୋଲି ଜଣା ପଡିଥିଲା। ପାକିସ୍ତାନୀ ଗୁଇନ୍ଦା ସଂସ୍ଥାକୁ ଓଟିପି…

ଇମ୍ରାନ ଖାନ୍ ଗିରଫ ଘଟଣା: ଇସଲାମାବାଦ…

ଓଏଲ୍‌ ବ୍ୟୁରୋ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ ଖବର ସାମ୍ନାକୁ ଆସିଥିଲା। ଗିରଫ ହୋଇଥିଲେ ପାକିସ୍ଥାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଗିରଫ ଘଟଣାରେ ହସ୍ତକ୍ଷେପ କଲେ ପାକିସ୍ତାନ ସୁପ୍ରିମକୋର୍ଟ। ୧ ଘଣ୍ଟା…

ବିସ୍ଫୋରଣରେ ଉଡ଼ିଗଲା ପୁଲିସ ଷ୍ଟେସନ, ୧୨…

ଓଏଲ୍‌ ବ୍ୟୁରୋ: ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ। ଉଡ଼ିଗଲା ପୁଲିସ ଷ୍ଟେସନ। ଚାଲିଗଲା ୧୨ରୁ ଉର୍ଦ୍ଧ୍ବ ପୁଲିସଙ୍କ ଜୀବନ। ଏଥିସହିତ ୪୦ରୁ ଅଧିକ ଆହତ ହୋଇଛନ୍ତି। ଏଭଳି ଘଟଣା ଗତକାଲି ରାତିରେ ପାକିସ୍ତାନର ସ୍ବାତରେ ଘଟିଛି। ଯାହାଫଳରେ ସେହି ଅଞ୍ଚଳରେ ଆତଙ୍କ ଖେଳି ଯାଇଛି। ଗତକାଲି ସୋମବାର ଦିନ…

ଆଜି ବି ଇମ୍ରାନ୍‌ ଖାନଙ୍କୁ ଗିରଫ…

ଓଏଲ୍‌ ବ୍ୟୁରୋ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଗିରଫକୁ ନେଇ ଚାଲିଛି ଛକପଞ୍ଝା। କୋର୍ଟ ତାଙ୍କ ଗିରଫଦାରୀ ଉପରେ ରୋକ ଲଗାଇବା ସତ୍ତ୍ୱେ ପୁଲିସ ତାଙ୍କୁ ଗିରଫ କରିବାକୁ ତାଙ୍କ ଘର ଆଗରେ ଡେରା ଜମାଇଛି। ଏହାରି ଭିତରେ ଇମ୍ରାନଙ୍କ ସମର୍ଥକ ଓ ପୁଲିସ ମୁହାଁମୁହିଁ ହୋଇଛନ୍ତି।…

ରାଓ୍ବଲପିଣ୍ଡି ଟେଷ୍ଟ ଜିତିଲା ଇଂଲଣ୍ଡ,…

ଓଏଲ୍‌ ବ୍ୟୁରୋ: ପାକିସ୍ତନାର ରାଓ୍ବଲପିଣ୍ଡିରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚକୁ ଜିତି ନେଇଛି ଇଂଲଣ୍ଡ। ପାକିସ୍ତାନକୁ ୭୪ ରନରେ ପରାସ୍ତ କରିଛି ବେନ୍‌ ଷ୍ଟୋକ୍ସଙ୍କ ଇଂଲଣ୍ଡ ଦଳ । ଏଥିସହିତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ୧-୦ରେ ଆଗୁଆ ରହିଛି। ୨୨ ବର୍ଷ ପରେ ପାକିସ୍ତାନକୁ ତାର ମାଟିରେ ଇଂଲଣ୍ଡ…

ରାୱଲପିଣ୍ଡି ଟେଷ୍ଟରେ ଇତିହାସ ରଚିଲା…

ଓଏଲ୍‌ ବ୍ୟୁରୋ: ଦୀର୍ଘ ୧୭ ବର୍ଷ ପରେ ପାକିସ୍ତାନ ମାଟିରେ ଟେଷ୍ଟ ମ୍ୟାଚ୍‌ ଖେଳୁଛି ଇଂଲଣ୍ଡ। ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ହିଁ ୧୧୨ ବର୍ଷର ରେକର୍ଡ ଭାଙ୍ଗି ନୂଆ ଇତିହାସ ରଚିଛି ଇଂଲଣ୍ଡ। ପ୍ରଥମ ଦଳ ଭାବେ ଟେଷ୍ଟ ମ୍ୟାଚ୍‌ରେ ପ୍ରଥମ ଦିନରେ ୫୦୦ ରନ୍ କରିଛି ଇଂଲଣ୍ଡ। ରାଓ୍ବଲପିଣ୍ଡିରେ…

ଶେଷ ବଲରେ ବାଜି ମାରିଲା ପାକିସ୍ତାନ

ଦୁବାଇ: ରୋମାଞ୍ଚକରେ ମ୍ୟାଚରେ ହାରିଲା ଟିମ୍‌ ଇଣ୍ଡିଆ। ଅଣ୍ଡର-୧୯ ଏସିଆ କପ୍‌ରେ ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚରେ ପାକ୍‌ ଦଳର ଦମଦାର ବିଜୟ। ପ୍ରଥମେ ବ୍ୟାଟିଂକରି ନିର୍ଦ୍ଧାରିତ ଓଭରରେ ୨୩୭ ରନକରିଥିଲା ଟିମ୍‌ ଇଣ୍ଡିଆ। ଜବାବରେ ଶେଷ ବଲରେ ଚୌକା ମାରି ବିଜୟୀ ହୋଇଛି…