Odisha Link
Bridging the Missing Links in Odisha
Browsing Tag

Petrol Diesel Price

ପୁଣି ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ଆଜି ପୁଣି ପେଟ୍ରୋଲ ଓ ଡିଜେଲ୍‌ ଦର ବୃଦ୍ଧି ପାଇଛି। ତିନିଦିନ ଦର ସ୍ଥିର ରହିବା ପରେ ଆଜି ଲିଟର ପିଛା ପେଟ୍ରୋଲ ୩୧-୩୯ ପଇସା ବୃଦ୍ଧି କରିଥିବା ବେଳେ ଡିଜେଲ ଲିଟର ପିଛା ୧୫-୨୧ ପଇସା ମହଙ୍ଗା ହୋଇଛି। ମୂଲ୍ୟବର୍ଦ୍ଧିତ କର ଓ ପରିବହନ ଭଡ଼ା ଯୋଗୁ ବିଭିନ୍ନ ରାଜ୍ୟରେ ଦର ଭିନ୍ନ ଭିନ୍ନ ରହିଛି।…

ପେଟ୍ରୋଲ ପରେ ଶତକ ଟପିଲା ଡିଜେଲ

ଭୁବନେଣ୍ବର: ପେଟ୍ରୋଲ ପରେ ଏବେ ଶତକ ଟପିଲା ଡ଼ିଜେଲ ଦର। ଲଗାତାର ପେଟ୍ରୋଲ ଓ ଡ଼ିଜେଲ ଦର ହୁହୁ ହୋଇ ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ ଉପରେ ପଡୁଛି। କୋରାପୁଟରେ ଡିଜେଲ ଦର ଶହେ ଟଙ୍କା ଅତିକ୍ରମ କରିଛି। ଗତକାଲି ଡିଜେଲ ଦର ୯୯ ଟଙ୍କା ୭୫ ପଇସା ଥିବାବେଳେ ଆଜି ଏହା ୩୦ ପଇସା…

ପୁଣି ବଢ଼ିଲା ତେଲ ଦର

ନୂଆଦିଲ୍ଲୀ: ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତାର ବଢ଼ିବାରେ ଲାଗିଛି। କରୋନା ସୟମରେ ତେଲ ଦର ବୃଦ୍ଧି ସାଧାରଣ ଲୋକଙ୍କ ଉପରେ ପ୍ରଭାବ ପକାଉଛି। ଏହାରି ମଧ୍ୟରେ ଆଜି ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ରାଜଧାନୀ ଭୁବନେଶ୍ବରରେ ଶୁକ୍ରବାର ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇ…

ରାଜ୍ୟରେ ଶତକ ଟପିଲା ତୈଳ ଦର

ଭୁବନେଶ୍ୱର: ଦେଶରେ ଲଗାତାର ତେଲ ଦର ହୁହୁ ବଢ଼ିବାରେ ଲାଗିଛି। ତୈଳ ଦର ବୃଦ୍ଧି ସାଧାରଣ ଓ ମଧ୍ୟବିତ୍ତ ପରିବାର ଲୋକଙ୍କ ପକେଟ ଉପରେ ବୋଝ ହୋଇଛି। ଆଜି ଉଭୟ ପେଟ୍ରୋଲ ଓ ଡିଜେଲ ଦର ୨୯ ପଇସା ବୃଦ୍ଧି ପାଇଛି। ମାଲକାନଗିରି ଜିଲ୍ଲାର କାଲିମେଳାରେ ଗତକାଲି ପେଟ୍ରୋଲ ଲିଟର ୧୦୦ ଟଙ୍କା ଅତ୍ରିକମ କରିଥିଲା।…

ପୁଣି ବଢ଼ିଲା ତୈଳଦର, ମାଲକାନଗିରିରେ…

ଭୁବନେଶ୍ୱର: ଲଗାତାର ଚତୁର୍ଥ ଦିନରେ ପୁଣି ବଢ଼ିଲା ତୈଳଦର। ନିର୍ବାଚନ ପରେ ଲଗାତାର ପେଟ୍ରୋଲ ଓ ଡିଜେଲ ଦର ବଢ଼ୁଛି। ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ଲିଟର ପିଛା ୨୮ ପଇସା ବୃଦ୍ଧି ପାଇ ୯୧ ଟଙ୍କା ୨୭ ପଇସାରେ ପହଞ୍ଚିଛି । ସେହିଭଳି ଡିଜେଲ ଲିଟର ପିଛା ୩୧ ପଇସା ବଢ଼ି ୮୧ ଟଙ୍କା ୭୩ ପଇସାରେ ପହଞ୍ଚିଛି।…

ପୁଣି ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ତୈଳ ଦର। ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ତେଲ ଦର ଅପରିବର୍ତ୍ତିର ରହିଥିବା ବେଳେ ଏବେ କ୍ରମାଗତ ତୃତୀୟ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ଦର ବଢ଼ିଛି। ଆଜି ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୫୨ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ଲିଟର ପିଛା ୩୦ ପଇସା ବୃଦ୍ଧି…

ବଢ଼ିଲା ତୈଳ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: ପୁଣି ବଢ଼ିଲା ତୈଳ ଦର। ଲଗାତର ଦ୍ୱିତୀୟ ଦିନ ପାଇଁ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ବୁଧବାର ତେଲ କମ୍ପାନୀ ପେଟ୍ରୋଲ ଲିଟର ପିଛା ୧୯ ପଇସା ଏବଂ ଡିଜେଲ ଲିଟର ପିଛା ୨୧ ପଇସା ବୃଦ୍ଧି କରିଛନ୍ତି। ଗତକାଲି ମଙ୍ଗଳବାର ପେଟ୍ରୋଲ ୧୫ ପଇସା ଏବଂ ଡିଜେଲରେ ୧୬ ପଇସା ବୃଦ୍ଧି ପାଇଥିଲା। ଦୁଇ…

କମିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ବର: କମିଲା ପେଟ୍ରୋଲ ଓ ଡିଜେଲ ଦର। ୨୪ଦିନ ପରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ଘଟିଛି। ଫଳରେ ବିଭିନ୍ନ ରାଜ୍ୟରେ ତୈଳ ଦର କମିଛି। ଦିଲ୍ଲୀରେ ପେଟ୍ରୋଲରେ ୧୮ ପଇସା ଏବଂ ଡିଜେଲରେ ୧୭ ପଇସା ଦର ହ୍ରାସ ପାଇଛି। ଭୁବନେଶ୍ବରରେ ପେଟ୍ରୋଲ ଏବଂ ଡିଜେଲ ଉପରେ ୧୯ ପଇସା ଲେଖାଏଁ ଦର କମିଛି। ଦିଲୀରେ…

ତୈଳ ଦର ବୃଦ୍ଧି ନେଇ ଏପରି କହିଲେ…

ଭୁବନେଶ୍ୱର: ଦେଶରେ ଲଗାତାର ପେଟ୍ରୋଲ ଓ ଡିଜେଲ ଦର ବଢିବାରେ ଲାଗିଛି। ତୈଳ ଦର ବୃଦ୍ଧିର ପ୍ରଭାବ ସବୁ ଜିନିଷ ଉପରେ ପଡିଛି। ସାଧାରଣ ଖାଉଟୀ ନାହିଁ ନଥିବା ହାଇରାଣ ହେଉଛନ୍ତି। ଏନେଇ ଆଜି ପ୍ରତିକ୍ରିୟା ଦେଇ ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ‘ତେଲ ଦର ବଢ଼ିବା ସାମୟିକ। ଏହା ଶୀଘ୍ର…

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଲିଟର ପିଛା ୨୫ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ୩୫ ପଇସା ଓ ଡିଜେଲ ୪୩ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୧.୬୪ ଟଙ୍କା ଓ ଡିଜେଲ ଲିଟର ୮୮.୬୬ ଟଙ୍କା ରହିଛି । ଦିଲ୍ଲୀରେ…