Odisha Link
Bridging the Missing Links in Odisha
Browsing Tag

Petrol Diesel Price

ପୁଣି ଉପର ମୁହାଁ ତୈଳ ଦର

ନୂଆଦିଲ୍ଲୀ: ଦିନକୁ ଦିନ ବଢ଼ିବାରେ ଲାଗିଛି ତୈଳ ଦର। ଦେଶରେ ଲଗାତର ୧୨ ଦିନ ହେବ ବଢ଼ି ଚାଲିଛି ପେଟ୍ରୋଲ ଡିଜେଲ ଦାମ୍‌। ପେଟ୍ରୋଲ ଲିଟର ପିଛା ୩୯ ପଇସା ଓ ଡିଜେଲ ୩୭ ପଇସା ବୃଦ୍ଧି ଘଟିଛି। ଫଳରେ ବିଭିନ୍ନ ସହରରେ ପେଟ୍ରୋଲ ଓ ଡିଜେଲ ଦର ସେଞ୍ଚୁରୀ ଟପି ସାରିଲାଣି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର…

କ୍ରମାଗତ ଅଷ୍ଟମ ଦିନ ପାଇଁ ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ହୁହୁ ହୋଇ ବଢ଼ିବାରେ ଲାଗିଛି ତୈଳ ଦର। କ୍ରମାଗତ ଭାବେ ଅଷ୍ଟମ ଦିନ ପାଇଁ ଦେଶରେ ତୈଳ ଦର ବୃଦ୍ଧି ପାଇଛି। ଦେଶରେ ପେଟ୍ରୋଲ ଲିଟର ପିଛା ୨୬-୩୦ ପଇସା ବୃଦ୍ଧି ଘଟିଥିବା ବେଳେ ଡିଜେଲ ଲିଟର ପିଛା ୩୩ରୁ ୩୮ ପଇସା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧି ପରେ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୯୫.୭୫…

ପୁଣି ବଢ଼ିଲା ତେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ତେଲ ଦର। ଲଗାତର ଆଜି ଅଷ୍ଟମ ଦିନ ପାଇଁ ତୈଳ ଦର ବୃଦ୍ଧି ହୋଇଛି। ଅନ୍ତର୍ଜାତୀୟ ବଜାରରେ ଅଶୌଧିତ ତୈଳ ଦର ବୃଦ୍ଧି ଯୋଗୁ ଭାରତରେ ପେଟ୍ରୋଲ ଓ ଡିଜେଲ୍‌ ଦର ଲାଗାତାର ବଢ଼ିବାରେ ଲାଗିଛି। ଅନ୍ୟପଟେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ତରଫରୁ ଆଜି ଓଡ଼ିଶା ବନ୍ଦ…