Odisha Link
Bridging the Missing Links in Odisha
Browsing Tag

PINTU NANDA

ପଞ୍ଚଭୂତରେ ଲୀନ ହେଲେ ଲୋକପ୍ରିୟ ଅଭିନେତା…

ପୁରୀ: ପଞ୍ଚଭୂତରେ ଲୀନ ହେଲେ ଓଡ଼ିଆ ସିନେ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ। ଆଜି ଅପରାହ୍ନରେ ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ସାଇ ପିଣ୍ଟୁ ନନ୍ଦଙ୍କୁ ମୁଖାଗ୍ନି ଦେଇଥିଲେ। ଅନ୍ତିମ ସଂସ୍କାର ପୂର୍ବରୁ ବହୁ ସାଥି କଳାକାର ତାଙ୍କୁ ଶେଷ ଦର୍ଶନ କରିଥିଲେ। ଅପରାହ୍ନ…

ଅପରାହ୍ନରେ ସ୍ୱର୍ଗଦ୍ୱାରରେ ହେବ ଅଭିନେତା…

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଓଡ଼ିଆ ମନୋରଞ୍ଜନ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ। ଗତକାଲି ତାଙ୍କ ମରଶରୀର ହାଇଦ୍ରାବାଦରୁ ଭୁବନେଶ୍ବର ଅଣାଯାଇଥିବା ବେଳେ କିମ୍ସ ହସ୍ପିଟାଲର ଶବଗୃହରେ ରଖାଯାଇଛି। ଆଜି ପିଣ୍ଟୁ ନନ୍ଦଙ୍କ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ କରାଯିବ। ସୂଚନା ମୁତାବକ,ଆଜି ଭୁବନେଶ୍ୱର…

ପରଲୋକରେ ପିଣ୍ଟୁ ନନ୍ଦ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଓଡ଼ିଆ ସିନେ ଓ ଟେଲି ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ। ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ପିଣ୍ଟୁଙ୍କ ପରଲୋକକୁ ନେଇ ଅଭିନେତା ଶ୍ରୀତମ ଦାସ ଟ୍ୱିଟ କରି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୪୭ ବର୍ଷ…

ହାଇଦ୍ରାବାଦ ସ୍ଥାନାନ୍ତର ହେଲେ ପିଣ୍ଟୁ…

ଓଏଲ୍‌ ବ୍ୟୁରୋ: ଓଲିଉଡ଼ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଭାବେ ଅସୁସ୍ଥ ହୋଇଥିବା ଜଣା ପଡ଼ିଛି। ଉନ୍ନତ ଚିକିତ୍ସା ପାଇଁ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ ରାଜଧାନୀ ଦିଲ୍ଲୀରେ ଚିକିତ୍ସିତ ହେଉଥିବାବେଳେ ସ୍ୱାସ୍ଥ୍ୟବସ୍ଥା ଠିକ ନହେବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି। ଲିଭର…

ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଅଭିନେତା…

ଓଏଲ୍‌ ବ୍ୟୁରୋ : ଓଲିଉଡ଼ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଭାବେ ଅସୁସ୍ଥ ହୋଇଥିବା ଜଣା ପଡ଼ିଛି। ଉନ୍ନତ ଚିକିତ୍ସା ପାଇଁ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ ରାଜଧାନୀ ଦିଲ୍ଲୀ ଗ୍ରସ୍ତ କରିଛନ୍ତି। ଗୁରୁତର ଭାବେ ଅସୁସ୍ଥ ଥିବା ଅଭିନେତା ପିଣ୍ଟୁ ନନ୍ଦ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି…