Odisha Link
Bridging the Missing Links in Odisha
Browsing Tag

Plus 2

ଏପ୍ରିଲ ୨୮ରୁ +୨ ପରୀକ୍ଷା: ଏଥର କେମିତି…

ଓଏଲ୍‌ ବ୍ୟୁରୋ: ଏପ୍ରିଲ ୨୮ରୁ ଆରମ୍ଭ ହେବ ଯୁକ୍ତ ୨ ବୋର୍ଡ ପରୀକ୍ଷା। କଳା, ବାଣିଜ୍ୟ, ବିଜ୍ଞାନ ଧନ୍ଦାମୂଳକ ବିଷୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଦେବେ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ପରିଷଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ଯେଉଊଁ ପ୍ରକାର…

ଏ ବର୍ଷ ବି କମିଲା ଯୁକ୍ତ ୨ ସିଲାବସ୍

ଭୁବନେଶ୍ବର: ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ହ୍ରାସ ପାଇବ ଯୁକ୍ତ ଦୁଇ ସିଲାବସ୍‌। ଏ ବର୍ଷ ବି ୩୦ ପ୍ରତିଶତ ସିଲାବସ୍ ହ୍ରାସ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ ବୈଠକରେ ଗୁରୁବାର ଏ ସଂପର୍କରେ ନିଷ୍ପତ୍ତି ନିଆଯାଇଛି। ଏଥିସହ ଛାତ୍ର-ଛାତ୍ରୀ ଇଣ୍ଟରନାଲ ପରୀକ୍ଷା ଦେବେ। ଏ ବିଷୟରେ…

+୨ରେ ବଢ଼ିବ ସିଟ୍‌, ଅନୁମତି ଦେଲେ ରାଜ୍ୟ…

ଭୁବନେଶ୍ବର: ମହାମାରୀ କରୋନା ଯୋଗୁଁ ଶିକ୍ଷା କ୍ଷେତ୍ରରେ ବ୍ୟାପକ କ୍ଷତି ହୋଇଛି। କରୋନା ବିପତ୍ତି ସମଗ୍ର ଶିକ୍ଷାବ୍ୟବସ୍ଥାକୁ ଓଲଟପାଲଟ କରି ଦେଇଥିବାବେଳେ ଆଗାମୀ ଦିନରେ ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ ଏକ ମସ୍ତବଡ଼ ଆହ୍ୱାନ ହେବାକୁ ଯାଉଛି। ମହାମାରୀ କରୋନା ଯୋଗୁଁ ପ୍ରାୟ ୨ ବର୍ଷ ହେଲା ରାଜ୍ୟର କୌଣସି…

ଜୁଲାଇ ୧୫ ସୁଦ୍ଧା ଦାଖଲ ହେବ +୨…

ଭୁବନେଶ୍ୱର: ଜୁଲାଇ ୧୫ ସୁଦ୍ଧା ଦାଖଲ ହେବ +୨ ପ୍ରାକ୍ଟିକାଲ ମାର୍କ। +୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ଦିଗରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତତ୍ପରତା ପ୍ରକାଶ କରିଛି। ପରିଷଦ ପରୀକ୍ଷା ନିୟନ୍ତ୍ରକ ସମସ୍ତ ଯୁକ୍ତ୨ କଲେଜ ଅଧ୍ୟକ୍ଷଙ୍କୁ…

+୨ ମୂଲ୍ୟାୟନ ନେଇ ବାହାରି ପାରୁନି…

ଭୁବନେଶ୍ୱର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ସିବିଏସି ଓ ସିଆଇଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିବା ପରେ ରାଜ୍ୟ ସରକାର ଦଶମ ବୋର୍ଡ ଓ ଯୁକ୍ତ ୨ ପରୀକ୍ଷା ବାତିଲ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ପରୀକ୍ଷା ବାତିଲ ପରେ କେଉଁ ଆଧାରରେ ପରୀକ୍ଷା ଫଳାଫଳ ପ୍ରକାଶ ପାଇବ ସେ ନେଇ ଦ୍ୱନ୍ଦ୍ୱ ଦେଖା…

ଆରମ୍ଭ ହେଲା +୨ ଖାତା ଦେଖା

ଭୁବନେଶ୍ବର: ମହାମାରି କରୋନା ସଙ୍କଟ ଓ ଲକ୍‌ଡାଉନ୍‌ ମଧ୍ୟରେ ଆରମ୍ଭ ହେଲା +୨ ଖାତା ଦେଖା। ୨୭ ଟି ଅନଲାଇନ ମୁଲ୍ୟାୟନ କେନ୍ଦ୍ରରେ ହେଉଛି ଯୁକ୍ତ ୨ ଖାତା ଦେଖା। ଆଜି ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ବିଭାଗ ପରୀକ୍ଷାର୍ଥୀଙ୍କ ଖାତାର ଇ-ମୂଲ୍ୟାୟନ ହେଉଛି। ମୁଲ୍ୟାୟନ ୨ଟି ପର୍ଯ୍ୟାୟରେ ଏବଂ ୨ଟି ସିଫ୍ଟରେ…