ଆଜିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ…
ଓଏଲ୍ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା। ଚଳିତବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ହଜାର ୭୯୨ଜଣ ପରୀକ୍ଷା ଦେଉଛନ୍ତି। ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ବାସ…