Odisha Link
Bridging the Missing Links in Odisha
Browsing Tag

PM Modi

ଭୁବନେଶ୍ବରରେ ପିଏମ୍‌ ମୋଦୀ, ବାତ୍ୟା…

ଭୁବନେଶ୍ବର: ବାତ୍ୟା ‘ୟାସ୍‌’ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ପାଇଁ ଆଜି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ୱର ବିମାନବନ୍ଦରରେ ସେ ବାତ୍ୟା କ୍ଷୟକ୍ଷତି ନେଇ ସମୀକ୍ଷା କରୁଛନ୍ତି। ପ୍ରଧାନମନ୍ତ୍ରୀ ପ୍ରାୟ ୧ ଘଣ୍ଟା ଧରି ଭୁବନେଶ୍ୱର ବିମାନ ବନ୍ଦରରେ ରହିଥିଲେ। ସେଠାରେ…

କରୋନା: ପ୍ରଧାନମନ୍ତ୍ରୀଙ୍କ ଅକ୍ସିଜେନ…

ନୂଆଦିଲ୍ଲୀ: ଦେଶରେ ଦୈନିକ ଅକ୍ସିଜେନ୍ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁନେଇ ଖବର ଆସିବା ପରେ ଆଜି ଏନେଇ ପ୍ରଧାନମନ୍ତ୍ରୀ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ସର୍ବାଧିକ ଆକ୍ରାନ୍ତ ୧୨ଟି ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ଯୋଗାଣ ଉପରେ ଗୁରୁତ୍ୱାରୋପ କରିଛନ୍ତି…

ଦେଶରେ କରୋନା ସ୍ଥିତି ନେଇ…

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ସଂକ୍ରମଣ ଶିଖର ଛୁଇଁଥିବାବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସି ଜରିଆରେ ଆଲୋଚନା କରୁଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ସାରା ଦେଶରେ ଟିକା ଉତ୍ସବ ମନାଇବାକୁ କହିଛନ୍ତି। ଏପ୍ରିଲ ୧୧ରୁ ଏପ୍ରିଲ ୧୪ ତାରିଖ…

କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ ଓ ରାଜ୍ୟର ସବୁ ମୁଖ୍ୟମନ୍ତ୍ରୀ । ଦ୍ୱିତୀୟ ପର୍ଯ୍ୟାୟରେ ସେମାନେ କୋରୋନା ଟିକା ନେବେ। ୫୦ ବର୍ଷରୁ ଅଧିକ ବୟସର ମନ୍ତ୍ରୀ, ନେତାଙ୍କୁ ଟିକା ଦିଆଯିବ । ତେବେ ଜାନୁଆରୀ ୧୬ ତାରିଖରୁ ସାରା ଦେଶରେ ଟିକାକରଣ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ…

ଆଜି ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ…

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ସଂସଦ ଭବନର ଶିଳାନ୍ୟାସ କରିବେ। ଏହି ଶିଳାନ୍ୟାସ ଉତ୍ସବରେ ପ୍ରାୟ ୨ଶହ ଅତିଥି ସାମିଲ ହେବେ। ବିଭିନ୍ନ ରାଜନୈତିକ ଦଳର ନେତା, କେନ୍ଦ୍ର ମନ୍ତ୍ରୀ ଏବଂ ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଯୋଗଦେବେ। ଚାରି ମହଲା ବିଶିଷ୍ଟ ନୂତନ ସଂସଦ ଭବନ ୬୪ହଜାର ୫୦…

ରାଷ୍ଟ୍ରୀୟ ଏକତା ଦିବସ ପରେଡରେ ସାମିଲ…

ଗୁଜୁରାଟ: ଦୁଇ ଦିନିଆ ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସର୍ଦ୍ଦାର ପଟେଲଙ୍କ ଜନ୍ମ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସରେ ସର୍ଦ୍ଦାର ପଟେଲଙ୍କୁ କେୱାଡିଆରେ ମୋଦି ଜଣାଇଛନ୍ତି ଶ୍ରଦ୍ଧା ସୁମନ। ଗୁଜରାଟ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦି ଏହି ଅବସରରେ ଷ୍ଟାଚ୍ୟୁ ଅଫ୍…

ସ୍ୱାମୀତ୍ୱ ଯୋଜନାର ଶୁଭାରମ୍ଭ କଲେ…

ନୂଆଦିଲ୍ଲୀ: ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ବାମୀତ୍ବ ଯୋଜନାର ଶୁଭାରମ୍ଭ କରିଛନ୍ତି। ପିଏମ୍‌ ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଦ୍ବାରା ଦେଶର ୧ ଲକ୍ଷ ହିତାଧିକାରୀ ଉପକୃତ ହେବେ। ଏହି ଯୋଜନା ଆରମ୍ଭ ହେବା ପରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ…

ଆଜି ଅଟଳ ସୁଡ଼ଙ୍ଗ ଉଦଘାଟନ କରିବେ ମୋଦୀ

ମନାଲି: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର କୁଲୁ ଜିଲ୍ଲାର ମନାଲି-ଲେହ ରାସ୍ତାରେ ୯.୦୨ କିଲୋମିଟର ଅଟଳ ଟନେଲ ରୋହଟାଙ୍ଗର ଉଦଘାଟନ କରିବେ। ପିରପଞ୍ଜାଲ ପାହାଡକୁ ବିଦ୍ଧ କରିବା ପରେ ୩୨୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ଟନେଲ ବିଶ୍ୱର ସର୍ବୋଚ୍ଚ (୧୦୦୪୦ ଫୁଟ) ରାଜପଥରେ ନିର୍ମିତ…

ଫିଟ୍ ଇଣ୍ଡିଆ ମୁଭ୍‌ମେଣ୍ଟ ୨୦୨୦:…

ନୂଆଦିଲ୍ଲୀ‌:  ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ପ୍ରଥମ ବାର୍ଷିକୀ ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଫିଟ ଇଣ୍ଡିଆ ଡାଏଲଗ୍ ୨୦୨୦ ଇଭେଣ୍ଟରେ ଦେଶକୁ ଫିଟ ରହିବା ପାଇଁ ଅନୁପ୍ରାଣିତ କରୁଥିବା ବ୍ୟକ୍ତିତ୍ବଙ୍କୁ ସାମିଲ କରି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସେମାନଙ୍କ…

କରୋନା: ୭ ରାଜ୍ୟ ସହ ଆଲୋଚନା କରିବେ…

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧିକ ସଂକ୍ରମଣ ହୋଇଥିବା ୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଆସନ୍ତାକାଲି ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ପରିସ୍ଥିତିର ସମୀକ୍ଷା କରିବେ। ଏହି ବୈଠକରେ…