ବଜେଟ ଅଧିବେଶନକୁ ପ୍ରଶଂସା କଲେ…
ନୂଆଦିଲ୍ଲୀ: ୨୦୨୧-୨୨ର ଏହି ସାଧାରଣ ବଜେଟକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ବଜେଟ୍ ଆଗାମୀ ଦିନରେ ସକାରାତ୍ମକ ପରିବର୍ତ୍ତନ ଆଣିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
ପ୍ରଧାନମନ୍ତ୍ରୀ କହିଛନ୍ତି, ଅସାଧାରଣ ପରିସ୍ଥିତି ଭିତରେ ଏହି ବଜେଟ୍ ଉପସ୍ଥାପନା…