Odisha Link
Bridging the Missing Links in Odisha
Browsing Tag

Postpone

ଘୁଞ୍ଚିଲା ସିଭିଲ ସର୍ଭିସ ପରୀକ୍ଷା

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ସଂକ୍ରମଣ କାରଣରୁ ବର୍ତ୍ତମାନ ବିଭିନ୍ନ ପରୀକ୍ଷା ଉପରେ ବିଭିନ୍ନ ରାଜ୍ୟର ସରକାର ରୋକ ଲଗାଇଛନ୍ତି। ଛାତ୍ରଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟୁକୁ ଧ୍ୟାନ ଦେଇ ବିଭିନ୍ନ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି। ଏହାରି ମଧ୍ୟରେ ସିଭିଲ ସର୍ଭିସ(ପ୍ରଲିମିନାରୀ) ପରୀକ୍ଷାକୁ ଘୁଞ୍ଚାଇ…

ସ୍ଥଗିତ ହେଲା ଜେଇଇ-ମେନ ମେ ପରୀକ୍ଷା

ନୂଆଦିଲ୍ଲୀ: ସ୍ଥଗିତ ହେଲା ଜେଇଇ-ମେନ ମେ ପରୀକ୍ଷା। ଏପ୍ରିଲ୍ ପରେ, ବର୍ତ୍ତମାନ ଜେଇଇ-ମେନ ମେ ୨୦୨୧ ର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ଏନେଇ ନୋଟିସ ଜାରି କରିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ନିଜ ଟ୍ୱିଟରରେ ଏ ସମ୍ପର୍କରେ ସୂଚନା…

ନିଟ୍ ପିଜି ପରୀକ୍ଷା ୪ ମାସ ସ୍ଥଗିତ

ପ୍ରଧାନମନ୍ତ୍ରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶରେ କୋଭିଡ ମହାମାରୀର ମୁକାବିଲା ପାଇଁ ପର୍ଯ୍ୟାପ୍ତ ମାନବ ସମ୍ବଳର ଆବଶ୍ୟକତା ଉପରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୪ ମାସ ନିଟ ପିଜି ପରୀକ୍ଷା ସ୍ଥଗିତ ରଖିବାକୁ ନିଷ୍ପତ୍ତିି…

UGC-NET ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: ସ୍ଥଗିତ ହେଲା UGC-NET ପରୀକ୍ଷା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି NTA ପକ୍ଷରୁ ପରୀକ୍ଷା ସ୍ଥଗିତ କରାଯାଇଛି। ପରୀକ୍ଷା ନେଇ ପରବର୍ତ୍ତୀ ତାରିଖ ଜଣାଇ ଦିଆଯିବ। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ୍ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ପରୀକ୍ଷାର ୧୫ ଦିନ ପୂର୍ବରୁ ସଂଶୋଧିତ…

ଘୁଞ୍ଚିଲା କୃଷକଙ୍କ ଟ୍ରାକ୍ଟର ରାଲି…

ନୂଆଦିଲ୍ଲୀ: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ୫୪ ଦିନରେ ପହଞ୍ଚିଲାଣି ତଥାପି କୌଣସି ସମାଧାନ ବାହାରୁନି। କେନ୍ଦ୍ର ସରକାର ଓ ଚାଷୀଙ୍କ ମଧ୍ୟରେ ଏକାଧିକ ବୈଠକ ଅନୁଷ୍ଠିତ ହୋଇଥିଲେ ମଧ୍ୟ ଫଳାଫଳ ବାହାରି ପାରିନି। ଏହାରି ମଧ୍ୟରେ ଚାଷୀଙ୍କ ଟ୍ରାକ୍ଟର ପରେଡ୍ ନେଇ ସୁପ୍ରିମକୋର୍ଟରେ ଣୁଣାଣି ଘୁଞ୍ଚିଛି।…

ଆସନ୍ତା ସପ୍ତାହକୁ ଘୁଞ୍ଚିଲା ହାଥରସ…

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ମାମଲାର ଶୁଣାଣି ଘୁଞ୍ଚିଲା। ଆସନ୍ତା ସପ୍ତାହରେ ହେବ ମାମଲାର ଶୁଣାଣି। ପୀଡିତ ପରିବାର ଓ ସାକ୍ଷୀଙ୍କ ସୁରକ୍ଷା ନେଇ ସତ୍ୟପାଠ ଦାଖଲ ନିର୍ଦ୍ଦେଶ ହୋଇଛି। ୟୁପି ସରକରାଙ୍କୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ। ଏହାସହ ସଠିକ୍…

କରୋନା ପାଇଁ ଘୁଞ୍ଚିଲା ଓଜେଇଇ

ଭୁବନେଶ୍ବର: କରୋନା ପାଇଁ ଘୁଞ୍ଚିଲା ଚଳିତ ବର୍ଷ ଓଜେଇଇ ପରୀକ୍ଷା। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏନେଇ ଆଜି ସୂଚନା ଦିଆଯାଇଛି। ଚଳିତ ବର୍ଷ ଓଜେଇଇ ଅନ୍‌ଲାଇନ୍‌ ପରୀକ୍ଷା ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏଁ ହେବାକୁଥିଲା। ପରୀକ୍ଷା ପାଇଁ ରାଜ୍ୟରେ ୨୧ଟି ଏବଂ ରାଜ୍ୟ ବାହାରେ ୩ଟି…

ଘୁଞ୍ଚିଲା ଓଡ଼ିଶା ସିଭିଲ ସର୍ଭିସ -୨୦୧୯…

ଭୁବନେଶ୍ୱର: ଘୁଞ୍ଚିଲା ଓଡ଼ିଶା ସିଭିଲ ସର୍ଭିସ -୨୦୧୯ ପରୀକ୍ଷା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶା ପବ୍ଲିକ ସର୍ଭିସ କମିସନ (ଓପିଏସସି) ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ସିଭିଲ ସର୍ଭିସ-୨୦୧୯ ମୁଖ୍ୟ ଲିଖିତ ପରୀକ୍ଷାକୁ ଆସନ୍ତା ନଭେମ୍ବର ମାସକୁ ଘୁଞ୍ଚାଇ ଦିଆଯାଇଥିବା ନେଇ ଓପିଏସସି…

IPL 2020: ଅନିର୍ଦ୍ଦିଷ୍ଟ ସମୟ ଯାଏ…

ନୂଆଦିଲ୍ଲୀ: ମହାମାରୀ କରୋନର ମୁକାବିଲା ପାଇଁ ୩ ମେ' ଯାଏ ସାରା ଦେଶ ଲକ୍‌ଡାଉନ୍। ଗତକାଲି ଲକ୍‌ଡାଉନ୍‌ ଅବଧି ବୃଦ୍ଧି ନେଇ ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅପରପକ୍ଷେ କରୋନା ପାଇଁ ଅନିର୍ଦ୍ଦିଷ୍ଟ ସମୟ ଯାଏ ସ୍ଥଗିତ ହେଲା ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୩ତମ ସଂସ୍କରଣ।…

କରୋନା ଭୟରେ କାନ୍‌ ଫିଲ୍ମ ଫେଷ୍ଟିଭାଲ୍‌…

ନୂଆଦିଲ୍ଲୀ : ଭାରତରେ ଦିନକୁ ଦିନ କାୟା ବିସ୍ତାର କରୁଛି କରୋନା । ଏହାର ଭୟରେ ସମସ୍ତ ସିନେମାର ଶୁଟିଂ , ସିନେମା ହଲ, ଓ ଫେଷ୍ଟିଭାଲ ଗୁଡ଼ିକୁ ସ୍ଥଗିତ କରାଯାଇଛି । ତେବେ ମେ ୧୨ରୁ ୨୩ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବହୁଚର୍ଚ୍ଚିତ କାନ୍‌ ଫିଲ୍ମ ଫେଷ୍ଟିଭାଲ୍‌ କୁ ସ୍ଥଗିତ କରାଯାଇଛି । କରୋନା…