୧୦୦ କୋଟିର ଜମି ଖାଇଛନ୍ତି ମହାରଥୀ :…
ଭୁବନେଶ୍ବର:ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛି ଭାରତୀୟ ଜନତା ପାର୍ଟି। ଶ୍ରୀ ମହାରଥୀଙ୍କ ବିରୋଧରେ ସରକାରୀ ଜମି ହଡ଼ପ ଅଭିଯୋଗ ଆଣିଛି ବିଜେପି। ଏଭଳି ଅଭିଯୋଗ ଆଣିଛନ୍ତି ବିଜେପି ମୁଖପାତ୍ର ଗୋଲକ ମହାପାତ୍ର। ଗୋଲକ ମହାପାତ୍ର ଅଭିଯୋଗ କରି କହିଛନ୍ତି ଯେ, ପ୍ରଦୀପ୍…