Odisha Link
Bridging the Missing Links in Odisha
Browsing Tag

Pradeep Panigrahi

ପ୍ରଦୀପ ପାଣିଗ୍ରାହୀ ମାମଲାର କେସ୍ ଡାଏରୀ…

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ପ୍ରସଙ୍ଗରେ କେସ୍ ଡାଏରୀ ଦାଖଲ କରିବା ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି। ଜଷ୍ଟିସ୍ ଦେବବ୍ରତ ଦାଶଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ସପ୍ତାହରେ ଏହି ମାମଲାର…

ଜେଲରେ ପ୍ରଦୀପ ପାଣିଗ୍ରାହୀ,…

ଗୋପାଳପୁର: ଗୋପାଳପୁର ବିଧାୟକ ଡ.ପ୍ରଦୀପ ପାଣିଗ୍ରାହୀ ଜେଲ୍‌ରେ ଥିବା ବେଳେ ମଧ୍ୟ ତାଙ୍କ ସମର୍ଥକ ଏବେ ବି ସକ୍ରିୟ ଥିବା ଜଣାପଡିଛି। ବି‌ଶେଷ କରି ଗୋପାଳପୁର ନିର୍ବାଚନମଣ୍ଡଳୀରେ ପ୍ରଦୀପଙ୍କ ସମର୍ଥକ ସକ୍ରିୟ ହୋଇ ଉଠିଛନ୍ତି। ଏଭଳି ସ୍ଥିତିରେ ନୂଆ ବର୍ଷରେ ରଙ୍ଗେଇଲୁଣ୍ଡା ପଞ୍ଚାୟତ ସମିତି…

ଜେଲରେ ଓକିଲଙ୍କ ସହ ଭେଟିପାରିବେ ପ୍ରଦୀପ

ଭୁବନେଶ୍ୱର: ଠକେଇ ମାମଲାରେ ଗିରଫ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ମାମଲାରେ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ରିଟ୍ ଆବେଦନର ବିଚାର କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ନିର୍ଦ୍ଦେଶ ଅନୁସାରେ, ଜେଲରେ ଓକିଲଙ୍କ ସହ ପ୍ରଦୀପଙ୍କୁ ଆଲୋଚନାର ସୁଯୋଗ ମିଳିବ। ଏନେଇ…

କ୍ରାଇମବ୍ରାଞ୍ଚର ଡିପ୍ ସ୍କାନରରେ…

ଭୁବନେଶ୍ୱର: ପ୍ରଦୀପ ପାଣିଗ୍ରାହୀଙ୍କ ପାଖଲୋକ ସର୍ବେଶ୍ୱର ରାଓଙ୍କୁ ଜେରା। ଆକାଶ ପାଠକଙ୍କ ସହ ଚାକିରି ନାଁରେ ଠକେଇ ପ୍ରସଙ୍ଗରେ କ୍ରାଇମବ୍ରାଞ୍ଚ ସର୍ବେଶ୍ୱର ରାଓଙ୍କୁ ମାରାଥନ ଜେରା କରୁଛି। ନିଯୁକ୍ତି ଜାଲିଆତିରେ ମଧ୍ୟସ୍ଥି ହୋଇଥିଲେ ସର୍ବେଶ୍ୱର। ଗିରଫ ଭୟରେ ଆତ୍ମଗୋପନ କରିଥିଲେ ସର୍ବେଶ୍ୱର। ଗିରଫ…

ରିମାଣ୍ଡରେ ଯିବେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର: ୨ ଦିନିଆ ରିମାଣ୍ଡରେ ଯିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ଏସ୍ଆଇଟି। ୨ ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର ଏସ୍‌ଡିଜିଏମ୍ କୋର୍ଟଙ୍କ ଅନୁମତି। ଠକେଇ ମାମଲାର ଅଧିକ ତଦନ୍ତ ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ…

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ…

କଟକ: ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ପ୍ରଦୀପ ଗିରଫ ହୋଇଥିବା ବେଳେ ଗତ ୭ ତାରିଖ ଭୁବନେଶ୍ବରର ଅତିରିକ୍ତ ଦୌରା ଜଜ୍ ଅଦାଲତରେ ତାଙ୍କ ଜାମିନ ଆବେଦନ ଖାରଜ କରିଥିଲେ। ଆଜି ଆଉ ଥରେ…

ଭିଜିଲାନ୍ସକୁ ଗଲା ପ୍ରଦୀପ ମାମଲା

ଭୁବନେଶ୍ବର: ଭିଜିଲାନ୍ସକୁ ଗଲା ପ୍ରଦୀପଙ୍କ ମାମଲା। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ମାମଲାର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ। ୨ ମାସ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି…

ପ୍ରଦୀପ ପ୍ରାଣିଗ୍ରାହୀଙ୍କ ଜାମିନ ଆବେଦନ…

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଆଜି ଶୁଣାଣି ଶେଷ କରି ଏଡିଜେ-୩ କୋର୍ଟ ବିଧାୟକଙ୍କ ଜାମିନ ଖାରଜ କରିଛନ୍ତି। ଏହା ପୂର୍ବରୁ ଏସଡିଜେଏମ କୋର୍ଟ ମଧ୍ୟ ବିଧାୟକଙ୍କ ଜାମିନ ଆବେଦନ ଖାରଜ କରିଥିଲେ। ଏବେ ଝାରପଡା ଜେଲ୍‌ରେ ଅଛନ୍ତି ବିଧାୟକ ପ୍ରଦୀପ…

ଲୋକାୟୁକ୍ତ ତଦନ୍ତ ପାଇଁ ସୁପାରିସ

ଭୁବନେଶ୍ବର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ଲୋକାୟୁକ୍ତ ତଦନ୍ତ କରିବେ। ଏହି ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି। ଲୋକାୟୁକ୍ତ ଗଠନ ପରେ ପ୍ରଥମ ମାମଲା ଭାବେ ରାଜ୍ୟ ସରକାର ପ୍ରଦୀପ ପାଣିଗ୍ରାହୀଙ୍କ ମାମଲା ସୁପାରିସ…

ପ୍ରଦୀପଙ୍କ ଅଢେଇ କୋଟିର ଯାଞ୍ଚ କରିବ ଇଡି

ଭୁବନେଶ୍ୱର: ଗତକାଲି ଗିରଫ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବ୍ୟାଙ୍କ ଆକାଉଣ୍ଟର ଛାନଭିନ୍‌ ଆରମ୍ଭ ହୋଇଯାଇଛି। ପ୍ରଦୀପଙ୍କ ଆକାଉଣ୍ଟକୁ ଆସିଥିବା ଅଢେଇ କୋଟି ଟଙ୍କାର ଯାଞ୍ଚ ହେବ। ପ୍ରଦୀପଙ୍କ ଆକାଉଣ୍ଟ ଥିବା ବ୍ୟାଙ୍କକୁ ଚିଠି ଲେଖିଛି ଇଡି। ଟଙ୍କା ଦେଇଥିବା ବ୍ୟକ୍ତି ମଧ୍ୟ ତଦନ୍ତ…