Odisha Link
Bridging the Missing Links in Odisha
Browsing Tag

Pradipta Naik

ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥାରେ…

ଭୁବନେଶ୍ୱର: ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି। ଚିକିତ୍ସାଧୀନ ଥିବା ପ୍ରଦୀପ୍ତ କଥା କହିବା ଆରମ୍ଭ କରିଥିବା ଜଣାଯାଇଛି। ଏନେଇ ଏମସ୍‌ର ସୁପରିଟେଣ୍ଡେଣ୍ଟ ଡାକ୍ତର…

ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି…

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ବି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡିଛି। ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଦୀପ୍ତ…

ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା…

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏନେଇ ଭୁବନେଶ୍ୱର ଏମସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ୪ଜଣିଆ ଡାକ୍ତରୀ ଟିମ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ତଦାରଖ କରୁଛନ୍ତି। ଏମସର ୨ ଜଣ ଓ…

ICUରେ ଭର୍ତ୍ତି ହେଲେ ପ୍ରଦୀପ୍ତ ନାୟକ

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା। କୋଭିଡ ୧୯ ସଂକ୍ରମିତ ହୋଇ ଭୁବନେଶ୍ବର ଏମ୍ସ ସ୍ଥିତ କୋଭିଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ। ୨ ଦିନ ପୂର୍ବରୁ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ପ୍ରଦୀପଙ୍କୁ ଏବେ ଆଇସିୟୁର ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୂଚନା ମୁତାବକ,…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ବର: କୋଟିଆ ପ୍ରସଙ୍ଗକୁ ନେଇ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ତୁରନ୍ତ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏ ଘଟଣାକୁ ଅନୁଧ୍ୟାନ କରିବା ସହିତ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବାକୁ ବିରୋଧୀ ଦଳର ନେତା ଚିଠିରେ ଉଲ୍ଲେଖ କରିଛନ୍ତି। ପ୍ରଦୀପ୍ତ…

କଳାହାଣ୍ଡି: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପରେ…

ଭବାନୀପାଟଣା: ରାଜ୍ୟ ବିଜେପିରେ ଶୀତଳ ଯୁଦ୍ଧ। ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଓ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ମଧ୍ୟରେ ତିକ୍ତତା। ଗତ ୧୪ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ ପରେ ଜିଲ୍ଲା ବିଜେପିରେ ଥିବା ଫାଟ ପଦାରେ…

ପ୍ରକଳ୍ପ ନାଁରେ ପ୍ରତାରଣା : ପ୍ରଦୀପ୍ତ…

ଭୁବନେଶ୍ୱର:  ଆଜି ମୁଖ୍ୟମନ୍ତ୍ରୀ ଏକ ସରକାରୀ କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲା ଗସ୍ତରେ ଅଛନ୍ତି। ଏହି ଅବସରରେ ମୋତେ ବି ସେହି ସମାନ କାର୍ଯ୍ୟକ୍ରମକୁ ଡକାଯାଇଥିଲା। ହେଲେ ମୁଁ ଗଲି ନାହିଁ । କାରଣ ଯେଉଁଭଳି ଭାବରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଲଗା ଏକୁଟିଆ ମଂଚ ଓ ଅନ୍ୟମାନଙ୍କ ପାଇଁ ଅଲଗା ମଂଚର…

କରୋନା ମୁକାବିଲା: ୨ ବର୍ଷ ପାଇଁ…

ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଲେ ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକ। ସେ କହିଛନ୍ତି ଯେ, "ସାରା ଦେଶ ଓ ରାଜ୍ୟ ଏକ ମନ ଏବଂ ଏକ ପ୍ରାଣରେ କରୋନା ଭୂତାଣୁ ସହ ଲଢ଼ୁଛି। ଦେଶ ଓ ରାଜ୍ୟର ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଆମେ ଲୋକ ପ୍ରତିନିଧି ମାନଙ୍କର…