Odisha Link
Bridging the Missing Links in Odisha
Browsing Tag

PRESIDENT RAM NATH KOVIND

ରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ କାମନା କଲେ…

ଭୁବନେଶ୍ୱର: ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କର ବାଇପାସ୍‌ ଅପରେସନ୍‌ ସଫଳ ହୋଇଛି।‌ ବାଇପାସ୍‌ ଅପରେସନ୍‌ କରିଥିବା ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ନିମନ୍ତେ…

ସଫଳ ହେଲା ରାଷ୍ଟ୍ରପତିଙ୍କ ବାଇପାସ୍…

ନୂଆଦିଲ୍ଲୀ: ଆଜି ଦିଲ୍ଲୀସ୍ଥିତ ଏମ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ବାଇପାସ ସର୍ଜରୀ ହୋଇଛି। ସର୍ଜରୀ ସଫଳ ହୋଇଥିବା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ନିକଟରେ ରାଷ୍ଟ୍ରପତିଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ପରେ ତାଙ୍କର ସର୍ଜରୀ ଆଜି ହେବ ବୋଲି…

‘ସମର୍ପଣ ନିଧି’କୁ ୧ ଲକ୍ଷ ଟଙ୍କା ଦାନ…

ପୁରୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ‘ସମର୍ପଣ ନିଧି’କୁ ରାଷ୍ଟ୍ରପତି ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିଜ ଦରମାରୁ ୧…

ଶ୍ରୀମନ୍ଦିରରେ ରାଷ୍ଟ୍ରପତି ରାମନାଥ…

ପୁରୀ: ପୁରୀ ଶ୍ରୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପୁରୀ ଯାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ଗଜପତି ମହାରାଜା। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ…

ରାଷ୍ଟ୍ରପତିଙ୍କୁ ପରସାଯିବ ଏହି…

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପାରମ୍ପରିକ ଓଡ଼ିଆ ଖାଦ୍ୟରେ ଅପ୍ୟାୟିତ କରାଯିବ। କୋଣାର୍କ ଯାତ୍ରୀ ନିବାସରେ ଲୋଟସ ରିସର୍ଟ ପକ୍ଷରୁ ପରିଚାଳକ ଭାରତ ବିଶ୍ୱାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଷ୍ଟ୍ରପତିଙ୍କ ପାଇଁ…

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ…

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଦ୍ବିତୀୟ ଦିନ। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଦର୍ଶନ ପାଇଁ ରାଜଭବନରୁ ରାଷ୍ଟ୍ରପତି ବାହାରି ସାରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ରାଷ୍ଟ୍ରପତି ପୁରୀ ଅଭିମୁଖେ ଯିବେ ଏବଂ…

ଉଦଘାଟିତ ହେଲା ରାଉରକେଲା ଆଇଜିଏଚ୍…

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ଆଜି ରାଉରକେଲାରେ ପହଞ୍ଚିଛନ୍ତି। ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପରେ ରାଉରକେଲା ଆଇଜିଏଚ୍ ସୁପରସ୍ପେସିଆଲିଟି ହସ୍ପିଟାଲ୍‌ର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ର ଉଦ୍ଦେଶ୍ୟରେ ଆଇଜିଏଚ୍ ସୁପରସ୍ପେସିଆଲିଟି…

ମହାଶିବରାତ୍ରୀ ଅବସରରେ ଦେଶବାସୀଙ୍କୁ…

ହରିଦ୍ୱାର: ଆଜି ପବିତ୍ର ମହା ଶିବରାତ୍ରୀ। ମହା ଶିବରାତ୍ରୀ ଉପଲକ୍ଷେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟୁଇଟ୍‌ କରି ଲେଖିଛନ୍ତି, ମହା ଶିବରାତ୍ରୀର ପବିତ୍ର ବେଳାରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଉଛି। ଦେବୀ ପାର୍ବତୀ ଏବଂ ଭଗବାନ…

ଦୁଇ ଦିନ ପାଇଁ ଓଡ଼ିଶା ଆସୁଛନ୍ତି…

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨୧ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ବର ବିମାନବନ୍ଦରରେ ପହଁଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨୨ ତାରିଖରେ କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ କୋଣାର୍କ ଠାରେ…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଚଳିତ ମାସ ୨୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱର ଆହସବେ ବୋଲି ସୂଚନା ମିଳିଛି। ସୂଚନା ମୁତାବକ, ଚଳିତ ମାସ ୨୧ ଓ ୨୨ ତାରିଖ ଦୁଇଦିନ ରାଷ୍ଟ୍ରପତି ଓଡ଼ିଶାରେ…