Odisha Link
Bridging the Missing Links in Odisha
Browsing Tag

President

ଆସନ୍ତା ୨୩ରୁ ପାରାଦୀପ ବସ୍‌ଷ୍ଟାଣ୍ଡକୁ…

ଓଏଲ୍‌ ବ୍ୟୁରୋ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନଭେମ୍ବର ୨୭ରେ ଓଡ଼ିଶା ଆସୁଥିବା ସୂଚନା ମିଳିଛି। ରାଷ୍ଟ୍ରପତିଙ୍କ ପାରାଦୀପ ଗସ୍ତକୁ ଦୃଷ୍ଟିରେ ରଖି ନିରାପତ୍ତା ବ୍ୟବସ୍ଥା ପାଇଁ ଆସନ୍ତା ୨୩ରୁ ୨୭ ଯାଏ ପାରାଦୀପ ବସ୍‌ଷ୍ଟାଣ୍ଡକୁ ଯିବନି ବସ୍‌। ବସ୍‌…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ସୁରକ୍ଷା…

ଓଏଲ୍‌ ବ୍ୟୁରୋ : ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ କମିଶନରେଟ୍‌ ପୁଲିସ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ଭାବେ ପ୍ରସ୍ତୁତ କରୁଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ୍ ପୁଲିସ ଫୋର୍ସ ସହ ୨୦୦ରୁ ଅଧିକ ଅଫିସର…

କିଏ ହେବ ରାଜ୍ୟ ବିଜେପିର ନୂଆ ମଙ୍ଗୁଆଳ ?…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୮ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ଯାହାକୁ ନେଇ ବିଜେପି ଶିବିର ଚଳଚଞ୍ଚଳ। ଅନ୍ୟପଟେ ବିଜେପି ସଭାପତି ସମୀର ମହାନ୍ତିଙ୍କ କାର୍ଯ୍ୟକାଳ ଆସନ୍ତା ମାସରେ ଶେଷ ହେବାକୁ ଯାଉଛି। ନଡ୍ଡା ଓଡ଼ିଶା ଗସ୍ତରେ ଆସୁଥିବା ବେଳେ…

ମହାବାହୁଙ୍କ ଆର୍ଶୀବାଦ ନେଲେ ମହାମହିମ

ଓଏଲ୍‌ ବ୍ୟୁରୋ: ମହାବାହୁଙ୍କୁ ଦର୍ଶନ କଲେ ମହାମହିମ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଦାମୂର୍ତ୍ତୀଙ୍କ ଆଶୀର୍ବାଦ ନେଇଛନ୍ତି। ସପରିବାର ସହ ମହାବାହୁଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ମିଳିଥିବା ସୂଚନା ମୁତାବିକ,…

ପୁଣି ଥରେ FIH ଅଧ୍ୟକ୍ଷ ହେଲେ ଧୃବ…

ବ୍ୟୁରୋ: ଅନ୍ତର୍ଜାତୀୟ ହକି ସଂଘର (FIH) ସଭାପତି ଭାବେ ପୁନଃ ନିର୍ବାଚିତ ହୋଇଛନ୍ତି ଡ. ନରିନ୍ଦର ଧୃବ ବାତ୍ରା। ପୂର୍ବରୁ ସେ ସଂଘର ସଭାପତି ଥିବା ବେଳେ ଆଜିଠାରୁ ଆରମ୍ଭ ହୋଇଥିବା ୪୭ତମ ଏଫ୍‌ଆଇଏଚ୍‌ କଂଗ୍ରେସରେ ତାଙ୍କୁ ଏହି ପଦ ପାଇଁ ନିର୍ବାଚିତ କରାଯାଇଛି।…

ଉଦଘାଟିତ ହେଲା ରାଉରକେଲା ଆଇଜିଏଚ୍…

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ଆଜି ରାଉରକେଲାରେ ପହଞ୍ଚିଛନ୍ତି। ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପରେ ରାଉରକେଲା ଆଇଜିଏଚ୍ ସୁପରସ୍ପେସିଆଲିଟି ହସ୍ପିଟାଲ୍‌ର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ର ଉଦ୍ଦେଶ୍ୟରେ ଆଇଜିଏଚ୍ ସୁପରସ୍ପେସିଆଲିଟି…

ପାଠପଢ଼ା ସହିତ ଛାତ୍ରଛାତ୍ରୀମାନଙ୍କର ସମାଜ…

ରାଉରକେଲା: ଆଜି ରାଉରକେଲାର ଏନଆଇଟିରେ ଅଷ୍ଟାଦଶ ସମାବର୍ତ୍ତନ ସମାରୋହରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ଦେଶର ଟେକ୍ନୋଲୋଜି କ୍ଷେତ୍ରରେ ଏନଆଇଟିର ଭୂମିକା ପ୍ରଶଂସନୀୟ। ଏହା ସହିତ ଏନଆଇଟି ଛାତ୍ରଛାତ୍ରୀମାନଙ୍କର ସମାଜ ପ୍ରତି ଅବଦାନ ରହିଛି।…

ଆଜି ରାଉରକେଲା ଏନଆଇଟି ସମାବର୍ତ୍ତନ…

ରାଉରକେଲା: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ସକାଳ ୯ଟା ୪୫ ମିନିଟରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସକାଳ ୯ଟା ୫୫ରେ ରାଉରକେଲା…

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ…

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସ୍ୱତନ୍ତ୍ର ବିମାନ ଯୋଗେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ ସ୍ୱାଗତ କରିବା ପାଇଁ ବିଭିନ୍ନ ନେତୃବୃନ୍ଦଙ୍କ ସହ…

ମା’ଙ୍କ ପାଇଁ ରାଷ୍ଟ୍ରପତିଙ୍କୁ ଅନୁରୋଧ…

ନୂଆଦିଲ୍ଲୀ : ସ୍ବାଧୀନତା ପରେ ଭାରତରେ ପ୍ରଥମଥର ପାଇଁ ଫାଶୀ ପାଇବେ ଜଣେ ମହିଳା। ସେ ତାଙ୍କ ପ୍ରେମିକ ସଲିମ୍‌ଙ୍କ ସହ ମିଶି ତାଙ୍କ ପରିବାରର ୭ ଜଣ ସଦସ୍ୟଙ୍କୁ ଅତି ବର୍ବର ଭାବେ ହତ୍ୟା କରିଥିଲେ। ସବନମ୍‌ଙ୍କୁ ଫାଶୀ ପାଇଁ ମଥୁରା ଜେଲ୍‌ରେ ପ୍ରସ୍ତୁତି ଆରମ୍ଭ ‌ହୋଇଯାଇଛି। ୨୦୦୮ ମସିହାର ଏହି ହତ୍ୟା…