Odisha Link
Bridging the Missing Links in Odisha
Browsing Tag

Prime Minister

ରୁଷ ପ୍ରଧାନମନ୍ତ୍ରୀଙ୍କୁ କରୋନା

ରୁଷ ପ୍ରଧାନମନ୍ତ୍ରୀ ମିଖାଇଲ ମିଶୁସ୍ତିନଙ୍କ ନମୁନା ପରୀକ୍ଷଣ ପରେ ସେ କୋଭିଡ୍-୧୯ ପଜିଟିଭ୍‌ ବୋଲି ଜଣାପଡ଼ିଛି। ନିଜେ ମିଖାଇଲ ଏ ନେଇ ସୂଚନା ଦେଇଛନ୍ତି। ସେ ଏବେ ଆଇସୋଲେସନ୍‌ରେ ଚିକିତ୍ସିତ ହେଉଥିବା ବେଳେ ଉପ ପ୍ରଧାନମନ୍ତ୍ରୀ ଆଣ୍ଡ୍ରୀ ବେଲୋସୋଭ ଅସ୍ଥାୟୀ ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ବ ନିର୍ବାହ…

ସୋନିଆ, ମନମୋହନ ଓ ପ୍ରଣବ ମୁଖାର୍ଜୀଙ୍କ…

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ସ୍ଥିତି ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନେମାହନ ସିଂହ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ସମେତ ଦେଶର ବହୁ ଜଣାଶୁଣା ନେତ ଓ ବ୍ୟକ୍ତିତ୍ବଙ୍କ ସହ ଫୋନରେ କଥା ହୋଇଛନ୍ତି ପ୍ଣଦାମନନ୍ତ୍ରୀ ନରେନ୍ଦ୍ର ମୋଦି। ଜାତୀୟ…

PM CARES: ଦେଶବାସୀଙ୍କୁ ଦାନ ମାଗିଲେ…

ନୂଆଦିଲ୍ଲୀ: ସାରା ବିଶ୍ବକୁ କରୋନା ଭୂତାଣୁ ଭୟଭୀତ କରିଥିବା ବେଳେ ଭାରତ ମଧ୍ୟ ଏହି ମାରାତ୍ମକ ରୋଗ ସହ ଲଢ଼େଇ କରୁଛି। ଗୋଟିଏ ପଟେ ସାରା ଦେଶ ଲକ୍‌ଡାାଉନ୍‌ ଥିବା ବେଳେ ଅନ୍ୟପଟେ ଜନତା ଓ ରାଷ୍ଟ୍ରର ଅର୍ଥନୀତି ମଧ୍ୟ ପ୍ରଭାବିତ ହୋଇଛି। ଏଭଳି ସମୟରେ ଦେଶର ଏଇ ଲଢ଼େଇରେ ସାମିଲ ହେବା ଲାଗି ଦେଶବାସୀଙ୍କୁ…

ବ୍ରିଟେନ୍‌ ପ୍ରଧାନମନ୍ତ୍ରୀଙ୍କୁ କରୋନା

ଓଏଲ୍‌ ବ୍ୟୁରୋ: ବ୍ରିଟେନ୍‌ ରାଷ୍ଟ୍ରମୁଖ୍ୟ କରୋନା ଆକ୍ରାନ୍ତ। ଦୁଇଦିନ ତଳେ ବ୍ରିଟେନ୍‌ ଯୁବରାଜ ପ୍ରିନ୍ସ ଚାର୍ଲସଙ୍କ ଠାରେ କୋଭିଡ୍-୧୯ ପଜିଟିଭ୍‌ ମିଳିଥିବା ବେଳେ ଆଜି ଦେଶର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କୁ କରୋନା ହୋଇଥିବା ସ୍ପଷ୍ଟ ହୋଇଛି। ୧୦ ଡାଉନିଂ ଷ୍ଟ୍ରୀଟ୍‌ ମୁଖପାତ୍ରଙ୍କ କହିବା…

ଶପଥ ଉତ୍ସବକୁ ପ୍ରଧାନମନ୍ତ୍ରୀଙ୍କୁ…

ନୂଆଦିଲ୍ଲୀ: ଲାଗତାର ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବ ଆପ୍‌ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ। ତୃତୀୟ ଥର ପାଇଁ ଆସନ୍ତା ୧୬ ତାରିଖରେ ସରକାର ଗଠନ କରିବ ଆମ୍‌ ଆଦମୀ ପାର୍ଟି। ୧୬ ତାରିଖରେ ଆପ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀର ରାମଲୀଲା ମଇଦାନରେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ।…

ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ…

ନୂଆଦିଲ୍ଲୀ: ପରଲୋକରେ ବିଜେପି ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ। ଗତକାଲି ରାତିରେ ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ଦେହାନ୍ତ ହୋଇଛି। ଏ ନେଇ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ସୁଷମାଙ୍କ ଶେଷ ଦର୍ଶନ କରିବା ପାଇଁ ତାଙ୍କ ଦିଲ୍ଲୀସ୍ଥିତ ବାସଭବନରେ ବହୁ ନେତା ଓ ପ୍ରତିଷ୍ଠିତ ବ୍ୟକ୍ତିଙ୍କ…

ପଞ୍ଚଦଶ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ…

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହୋଇଛି ମୋଦୀ ରାଜ। ଭାରତର ପଞ୍ଚଦଶ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦୀ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ…