Odisha Link
Bridging the Missing Links in Odisha
Browsing Tag

Pulwama

ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ପୁଲୱାମା : କଶ୍ମୀରର ପୁଲୱାମା ଜିଲ୍ଲାର ଅୱନ୍ତିପୋରା ଠାରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀ ମୁହାଁ ମୁହିଁ । ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଅନ୍ୟ ଜଣେ ଆତ୍ମସମର୍ପଣ କରିଛି । ସଂପୃକ୍ତ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ଖବର ପାଇବା ପରେ ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ…

ବଡ଼ ଧରଣର ଆତଙ୍କୀ ଷଡଯନ୍ତ୍ରକୁ ବିଫଳ କଲା…

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ପୁଲୱାମା ଭଳି ଏକ ବଡ ଧରଣର ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରକୁ ବିଫଳ କରିଛି ସୁରକ୍ଷା ବାହିନୀ। ଜାମ୍ମୁ କାଶ୍ମୀରର ରାଜପୋରା ଅଞ୍ଚଳରୁ ଏକ କାରରୁ ବିପୁଳ ପରିମାଣର ‘ଆଇଡି’ ବୋମା ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଗୁରୁବାର ଜାମ୍ମୁ କାଶ୍ମୀରର ରାଜପୋରା…

ପୁଲ୍‌ୱାମା ଏନ୍‌କାଉଣ୍ଟର୍‌ରେ ୨…

ଶ୍ରୀନଗର: ଆଜି ସକାଳେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲ୍ଲାରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବାବେଳେ ସେମାନଙ୍କର ଜଣେ ସହଯୋଗୀର ମୃତ୍ୟୁ ଘଟିିଛି। ସେମାନଙ୍କ ଠାରୁ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଉଦ୍ଧାର କରାଯାଇଛି। ଜଣେ ପୁଲିସ ଅଧିକାରୀଙ୍କ…

ପୁଲଓ୍ବାମାରେ ଗୁଳିକାଣ୍ଡ ୩ ଆତଙ୍କୀ ମୃତ

ଜାମ୍ମୁ-କାଶ୍ମୀର: ଆଜି ଜାମ୍ମୁ-କାଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଓ ସୁରକ୍ଷାବଳ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏହି ଗୁଳିକାଣ୍ଡରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ମୁତାବକ, ଆଜି ସକାଳୁ ଭାରତୀୟ ସେନା ଓ ଜାମ୍ମୁ-କାଶ୍ମୀର ପୁଲିସର ସ୍ପେଶାଲ ଟିମ୍‍ ୱାଚିରେ ଆତଙ୍କବାଦୀ…

ପୁଲୱାମା ଏନକାଉଣ୍ଟରେ ଆତଙ୍କବାଦୀ ନିହତ

ଜାମ୍ମୁ: ଆଜି ସକାଳେ ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲା ଅନ୍ତର୍ଗତ ଅବନ୍ତୀପୋରାରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ଜଣେ ଆତଙ୍କୀ ନିହତ ହୋଇଥିବା ଜଣାପଡ଼ିଛି। ମୃତ ଆତଙ୍କୀଠାରୁ ବହୁ ପରିମାରଣରେ ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦ ଜବତ କରାଯାଇଛି। ଭାରତୀୟ ସୀମାର ନିୟନ୍ତ୍ରଣ…

ସ୍କୁଲ ପାଖରେ ଆତଙ୍କବାଦୀ ଆକ୍ରମଣ

ପୁଲ୍‌ୱାମା: ଆତଙ୍କବାଦୀଙ୍କ ଟାର୍ଗେଟରେ ସ୍କୁଲ। ପ୍ରଥମେ ଫଳ ଦୋକାନୀ ଏବଂ ଟ୍ରକ୍‌ ଡ୍ରାଇଭରଙ୍କ ଉପରେ ଆକ୍ରମଣ ପରେ ଏବେ ଶିକ୍ଷାନୁଷ୍ଠାନ ନିକଟରେ ମଧ୍ୟ ଭୟର ବାତାବରଣ ସୃଷ୍ଟି କରିବାର ଅପପ୍ରୟାସ କରିଛନ୍ତି ଆତଙ୍କବାଦୀ ସଂଗଠନ। ମିଳିଥିବା ସୂଚନା ଅନୁଯାୟୀ ପୁଲ୍‌ୱାମା ଜିଲ୍ଲାର ଏକ ପରୀକ୍ଷା କେନ୍ଦ୍ରରେ…