Odisha Link
Bridging the Missing Links in Odisha
Browsing Tag

Puri Jagannath Temple

ଆଜି ବନ୍ଦ ରହିବ କାଳିଆ ଦର୍ଶନ

ଓଏଲ୍‌ ବ୍ୟୁରୋ: ବୁଧବାର ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ…

ରଞ୍ଜନ ଦାସ ପ୍ରଭୁ ଜଗନ୍ନାଥଙ୍କ…

ଓଏଲ୍‌ ବ୍ୟୁରୋ: ୬ ଦିନ ତଳେ ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଧିକାରୀ ରଞ୍ଜନ ଦାସଙ୍କୁ ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ କରିଥିଲେ। ଆନୁଷ୍ଠାନିକ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଶ୍ରୀ ଦାସଙ୍କ ପାଇଁ ବଢ଼ିଲା ଅଡ଼ୁଆ। ଓଡ଼ିଶା ସୂଚନା ଅଧିକାର ଅଭିଯାନ ଶ୍ରୀ ଦାସଙ୍କ ନାମରେ ଆଣିଛି…

ଏବେ ଖୋଲିବନି ଶ୍ରୀ ମନ୍ଦିର

ପୁରୀ: ରାଜ୍ୟରେ ଧିରେ ଧିରେ କମିବାରେ ଲାଗିଛି କରେନା ସଂକ୍ରମଣ। ଅନ୍ୟପଟେ ରାଜ୍ୟରେ ଲକ୍‌ଡାଉନ୍‌ କଟକଣା କୋହଳ କରିଛନ୍ତି ରାଜ୍ୟ ସରକାର। ଏଥିସହିତ ଆସିଛି ଆଉ ଏକ ବଡ଼ ଖବର। ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ। ଗତବର୍ଷ ଭଳି ଏବର୍ଷ ମଧ୍ୟ ବିନା ଭକ୍ତରେ ହେବ…

୯ମାସ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ: ସବୁ ଅପେକ୍ଷାରେ ଅନ୍ତ ଘଟିଛି ଦୀର୍ଘ ୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର। ବହୁ ଦିନର ପ୍ରତୀକ୍ଷା ପରେ ଆଜିଠୁ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପ୍ରଥମେ ସେବାୟତ ପରିବାର ଦର୍ଶନ କରିବାର ସୁଯୋଗ ପାଇବେ। ସୂଚନାଯୋଗ୍ୟ ଯେ, ସକାଳ ୭ଟା ୩୦ରୁ ପହୁଡ଼ ପର୍ଯ୍ୟନ୍ତ ମିଳିବ ମହାବାହୁଙ୍କ ଦର୍ଶନ।…

ପର୍ଯ୍ୟଟନ ବିଭାଗ ଓ୍ବେବସାଇଟରେ…

ପୁରୀ: ପର୍ଯ୍ୟଟନର ବିକାଶ କଥା କହୁଥିବା ପର୍ଯ୍ୟଟନ ବିଭାଗ ଓ୍ବେବ୍‌ସାଇଟରେ ଶ୍ରୀମନ୍ଦିର ସମ୍ପର୍କରେ ଭୁଲ ତଥ୍ୟ ପ୍ରଦାନ କରାଯାଇଛି। ଶ୍ରୀମନ୍ଦିରକୁ କେନ୍ଦ୍ର ପର୍ଯ୍ୟଟନ ବିଭାଗ ଓ୍ବେବ୍‌ସାଇଟରେ ଭୁଲଭାବେ ଚିତ୍ରଣ କରିଛି। ପୁରୀ ଶ୍ରୀମନ୍ଦିର ଚିତ୍ର ବଦଳରେ ବାଲେଶ୍ବରର ଇମାମି ଶ୍ରୀଜଗନ୍ନାଥ ମନ୍ଦିରକୁ…

ସୁପ୍ରିମକୋର୍ଟରେ ରଥଯାତ୍ରା : ସିଜେଆଇଙ୍କ…

ନୂଆଦିଲ୍ଲୀ: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ନେଇ ଧିରେ ଧିରେ ଆଶା ଉଜ୍ଜୀବିତ ହେଉଛି। ପୁରୀ ରଥଯାତ୍ରା ନିଷ୍ପତ୍ତିର ପୁନର୍ବିଚାର ପାଇଁ ହୋଇଥିବା ମୋଡିଫିକେସନ୍‌ ‌ ପିଟିଶନକୁ ଶୁଣାଣି ଲାଗି ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ସୋମବାର ରଥଯାତ୍ରା ମାମଲାର ଶୁଣାଣି ସମୟରେ ରାଜ୍ୟ ସରକାର ଏବଂ କେନ୍ଦ୍ର…

ପୁରୀ: ଜଳିଗଲା ନୀଳଚକ୍ରରେ ଲାଗିଥିବା…

ପୁରୀ : ଆଜି ଶ୍ରୀମନ୍ଦିରରେ ଅଭାବନୀୟ ଅଘଟଣ ଘିଟିଛି। ମହାଦୀପ ଉଠିବା ବେଳେ ନୀଳଚକ୍ର ତଳେ ଲଗାଯାଇଥିବା ମାନସିକ ବାନା ପୋଡି ଯାଇଛି। ଆଜି ପାପମୋଚନ ଏକାଦଶୀ ତିଥିରେ ରାତି ପ୍ରାୟ ୭ଟା ୩୫ରେ ପାଳିଆ ସେବକ ମହାଦୀପ ଉଠାଇଥିଲେ। ସେତେବେଳେ ଝିପି ଝିପି ବର୍ଷାହେବା ସହ ପବନ ବହୁଥିଲା। ସେ ଦୀପ ରଖୁଥିବା…