Odisha Link
Bridging the Missing Links in Odisha
Browsing Tag

Puri Rath

ପହଣ୍ଡି ବେଳେ ମସ୍ତକରୁ ଖସିଗଲା…

ଓଏଲ୍‌ ବ୍ୟୁରୋ: ଗତକାଲି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁଙ୍କ ଆଡପ ବିଜେ ଦେଖିବାକୁ ଲୋକାରଣ୍ୟ ହୋଇପଡ଼ିଥିଲା…

ଆରମ୍ଭ ହେଲା ମହାପ୍ରଭୁଙ୍କ ରଥଭଙ୍ଗା…

ପୁରୀ : ପରମ୍ପରା ଅନୁସାରେ ଆଜିଠାରୁ ପୁରୀରେ ଆରମ୍ଭ ହୋଇଛି ରଥଭଙ୍ଗା କାମ। ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଆଜି ଭୋଇ ସେବକମାନେ ରଥ ଭଙ୍ଗା କାର୍ଯ୍ୟ କରିଛନ୍ତି। ତେବେ ପ୍ରଥମେ ମା’ ସୁଭଦ୍ରାଙ୍କ ଦେବଦଳନ ରଥର କଳସରୁ ଭଙ୍ଗା କାମ ଆରମ୍ଭ ହୋଇଛି। ମୁଖ୍ୟ ଭୋଇ ସର୍ଦ୍ଦାରଙ୍କ ନିର୍ଦ୍ଦେଶକ୍ରମେ ୫…