ମନ୍ତ୍ରୀଙ୍କ ନାଁରେ ସ୍ୱାଧିକାର ଭଙ୍ଗ…
ଭୁବନେଶ୍ୱର: ଜଳ ସଂପଦ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ନାଁରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆସିଛି। କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ଏହି ନୋଟିସ୍ ଆଣିଥିବା ବେଳେ ଏହା ଉପରେ ତର୍ଜମା କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ତୁରେଇକେଲା ବ୍ଲକ୍ରେ ଜଳ ଯୋଗାଣ ନେଇ ଜଳ ସଂପଦ…