Odisha Link
Bridging the Missing Links in Odisha
Browsing Tag

Rain Fall

୧୨ ଘଣ୍ଟାରେ ଲଘୁଚାପ, ୫ ଜିଲ୍ଲାକୁ…

ଭୁବନେଶ୍ୱର: ଆଜିଠୁ ପୁଣି ଭିଜିବ ଓଡ଼ିଶା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ ମୁତାବକ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପରୋକ୍ତ ଅଞ୍ଚଳରେ ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ…

ଆହୁରି ବର୍ଷିବ, ୫ ଜିଲ୍ଲାକୁ ରେଡ୍…

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା। ତୁହାକୁ ତୁହା ବର୍ଷା ଲାଗି ରହିଛି ଫଳରେ ଜନଜୀବନ ପ୍ରଭାବିତ ହୋଇଛି। ଆହୁରି ୨୪ ଘଣ୍ଟା ଯାଏଁ ଲାଗି ରହିବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଆଜି ଢ଼େଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ…

ବର୍ଷା ବିଭିଷୀକା: ଆନ୍ଧ୍ର,…

ତେଲେଙ୍ଗାନା: ଲଗାଣ ବର୍ଷା କାରଣରୁ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେଇଛି। ବର୍ଷା କାରଣରୁ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହେବାସହ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା ଫଳରେ ତେଲେଙ୍ଗାନାରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆନ୍ଧ୍ରପ୍ରଦେଶରେ ୧୦ ଜଣଙ୍କ…

ଟ୍ବିନ୍ ସିଟିରେ ୩ଟା ଯାଏଁ ବର୍ଷା

ଭୁବନେଶ୍ୱର: ଆଜି ଅପରାହ୍ନ ୩ଟା ପର୍ଯ୍ୟନ୍ତ କଟକ ଓ ଭୁବନେଶ୍ୱରରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା କାରଣରୁ ରାସ୍ତାଘାଟ ଭଲ ଦିଶିବନି। ତେଣୁ ଧୀରେ ଗାଡ଼ି ଚଳାଇବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଟ୍ରାଫିକ୍ ବି ଜାମ ହୋଇପାରେ। ତେଣୁ ଯଥା ସମ୍ଭବ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।…

ଲଘୁଚାପ ପ୍ରଭାବ: ପବନ ସହ ଅତିପ୍ରବଳ…

ଭୁୁବନେଶ୍ୱର: ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ସମୁଦ୍ର ଉପରେ ପଶ୍ଚିମ- ପଶ୍ଚିମ ଦିଗକୁ ଗତି କରୁଛି। ବିଶାଖାପାଟଣା ଠାରୁ ଦକ୍ଷିଣ ପୂର୍ବରେ ୨୫୦ କିମି ଦୂରରେ ଏହାର ସ୍ଥିତି ରହିଛି। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା…

୧୧ରୁ ପ୍ରବଳ ବର୍ଷା

ଭୁବନେଶ୍ୱର: ୧୧ରୁ ପ୍ରବଳ ବର୍ଷା। ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ଦିନରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଧିକ ରହିଛି। ୧୨ ଅକ୍ଟୋବର ସକାଳ ସମୟରେ ଏହା…

ଆସୁଛି ଆଉ ଏକ ଲଘୁଚାପ, ୫ ଯାଏଁ ପ୍ରବଳ…

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆଜି ଠାରୁ ୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଟୁଇନ…

ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ…

ଭୁବନେଶ୍ୱର: ମୌସୁମୀ ଉତ୍ତରମୁହାଁ ହେବାରେ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ମ‌ାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି…

ଆଜିଠାରୁ ୩ଦିନ ଯାଏ ରାଜ୍ୟର ବିଭିନ୍ନ…

ଭୁବନେଶ୍ବର: ଆଜିଠାରୁ ତିନି ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଉତର ଓ ଦକ୍ଷିଣ ଓଡିଶାର ୫ଟି ଜିଲ୍ଳାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଗଜପତି, ରାୟଗଡା ମଧ୍ୟମ ଧରଣର…

ଆସନ୍ତା ୨୪ଘଣ୍ଟା ପ୍ରବଳ ବର୍ଷା…

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଗ କୋହଲା ରହିବା ସହ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡଘଡି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହି ଘୂର୍ଣ୍ଣିଝଡ ହେବାର ଆଶଙ୍କା…